Posted inଜାତୀୟ

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା ହେବାରୁ ବ୍ୟାପକ କ୍ଷତି ଘଟିଛି। ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି। ଏହି ଭୂସ୍ଖଳନ ଯୋଗୁ ଜାତୀୟ ରାଜପଥରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଚାଇନା ସୀମାରେ ଅବସ୍ଥିତ ଦିବାଙ୍ଗ ବୈଲୀ ଉପତ୍ୟକାକୁ ସଂଯୋଗ କରୁଥିବା ଏକମାତ୍ର ରାଜପଥ ଏହି ଭୂସ୍ଖଳନରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସୋସିଆଲ ମିଡିଆରେ ଭୂସ୍ଖଳନର ଏକ ଭିଡିଓ ଭାଇରାଲ ହେଉଛି।

ଅରୁଣାଚଳ ପ୍ରଦେଶ ଏକ ଉଚ୍ଚ ପାର୍ବତ୍ୟ ଅଞ୍ଚଳ ହୋଇଥିବାରୁ ରାଜ୍ୟର ଅନେକ ସ୍ଥାନରେ ବ୍ୟାପକ ଧ୍ୱଂସାବଶେଷ ଘଟିଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ତାଙ୍କ ଏକ୍ସ ଆକାଉଣ୍ଟରେ ପ୍ରବଳ ବର୍ଷା ଯୋଗୁ ହୋଇଥିବା ଭୟଙ୍କର ବିନାଶର ଭିଡିଓ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri