ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆସନ୍ତାକାଲି ପାଇଁ ଏନେଇ ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ,ବାଲେଶ୍ବର ଏବଂ କେନ୍ଦୁଝର।


Enter your email to get our daily news in your inbox.

All Right Reserved By Dharitri.Com

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri