ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍‌ ଓ୍ବର୍ନିଂ

ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନ ରହିଛି। ବେଳେବେଳେ ପବନ ବେଗ ୬୫ କ.ମି. ପର୍ଯ୍ୟନ୍ତ ବଢିପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଛି। ଏନେଇ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷେ ପାଣିପାଗ ବିଭାଗ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରେଡ୍‌ ୱାନିଂ ଜାରି କରିଛି।

ଏପରିକି ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ବନିଂ ଜାରି କରିଛି। ଅରେଞ୍ଜ ୱାନିଂ ଜାରି ହୋଇଥିବା ଜିଲା ହେଲା ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଯାଜପୁର ଓ ଭଦ୍ରକ ରହିଛି। ସେହିପରି ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲାକୁ ୟେଲୋ ୱାନିଂ ଜାରି କରାଯାଇଛି। ଏନେଇ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri