Posted inଜାତୀୟ

ଆଜି ବି ବର୍ଷାରେ ଭିଜିବ ରାଜ୍ୟ, ୨୦ ଜିଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା

ଲକ୍ଷ୍ନୌ,୧୧ା୫: ଉତ୍ତରପ୍ରଦେଶର ପାଗରେ ଭିନ୍ନ ଭିନ୍ନ ରଙ୍ଗ ଦେଖାଯାଉଛି। କିଛି ସ୍ଥାନରେ ପ୍ରବଳ ସୂର୍ଯ୍ୟକିରଣ ଯୋଗୁ ଅସହ୍ୟ ଗରମ ହେଉଥିବା ବେଳେ ଅନ୍ୟ ସ୍ଥାନରେ ବର୍ଷା ଆଶ୍ୱସ୍ତି ଆଣି ଦେଉଛି। ଆଜି ଅର୍ଥାତ୍‌ ରବିବାର ମଧ୍ୟ ଉତ୍ତରପ୍ରଦେଶ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ଅନୁଯାୟୀ, ରବିବାର ୨୦ ଜିଲାରେ ବର୍ଷା ଏବଂ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଶନିବାର ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ପବନ ସହିତ ବର୍ଷା ରେକର୍ଡ କରାଯାଇଛି। ବର୍ତ୍ତମାନ, ଉତ୍ତରପ୍ରଦେଶର ୧୦ ରୁ ଅଧିକ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ପହଞ୍ଚିଛି। ଅନ୍ୟପକ୍ଷରେ ଶନିବାର ସବୁଠାରୁ ବାରାଣସୀ ଏବଂ ପ୍ରୟାଗରାଜରେ ତାପମାତ୍ର ୪୦ ଡିଗ୍ରୀ ଅତିକ୍ରମ କରିସାରିଛି। ଆଗାମୀ ଦିନରେ ଗରମ ଆହୁରି ବଢ଼ିବାର ସମ୍ଭାବନା ରହିଛି।

ଏହି ଜିଲାଗୁଡ଼ିକୁ ବଜ୍ରପାତ ସତର୍କତା:
ପାଣିପାଗ ବିଭାଗ ଅନୁଯାୟୀ, ପ୍ରୟାଗରାଜ, ବାରାଣସୀ, ଫତେହପୁର, ସୋନଭଦ୍ର, ସାହାରନପୁର, ମୁଜାଫରନଗର, ମିର୍ଜାପୁର, ଶାମଲି, ବାଗପାଟ, ମେରୁଟ, ଆମ୍ରୋହା, ମୋରାଦାବାଦ, ବିଜୁନ, ୍‌ଆମଓ୍ବର, ଆଗ୍ରା, ରାମପୁର, ହମିରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲିଠାରୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ ବୋଲି ଆଶା କରାଯାଉଛି।

ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ, ଉତ୍ତରପ୍ରଦେଶରେ ବର୍ଷା ବନ୍ଦ ହେବ। ମାତ୍ର ଏହା ପରେ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଏହି ମାସ ଶେଷ ସୁଦ୍ଧା ପାରଦ ୪୫ ଡିଗ୍ରୀରେ ପହଞ୍ଚିପାରେ ବୋଲି ଆକଳନ କରାଯାଉଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା ୩ ରୁ ୫ ଡିଗ୍ରୀ ବୃଦ୍ଧି ପାଇପାରେ।

ଉତ୍ତରପ୍ରଦେଶରେ ଶନିବାର ଆଗ୍ରା ସମେତ ଅନେକ ଜିଲାରେ ବର୍ଷା ହୋଇଥିଲା। ଆଗ୍ରାରେ ମଧ୍ୟାହ୍ନ ପରେ ଆକାଶରେ କଳହାଣ୍ଡିଆ ମେଘ ଦେଖିବାକୁ ମିଳିଥିଲା। ଏହା ସହିତ ପ୍ରାୟ ୯୦ କିଲୋମିଟର ବେଗରେ ପ୍ରବଳ ପବନ ବହିଥିଲା। ଯାହା ଯୋଗୁ ସହରରେ ଅନେକ ଗଛ ଏବଂ ହୋର୍ଡିଂ ଉପୁଡ଼ି ପଡ଼ିଥିଲା। ବିଜନୌରରେ ମଧ୍ୟ ପ୍ରବଳ ବର୍ଷା ହୋଇଥିଲା, ସହିତ ପ୍ରବଳ ପବନ ମଧ୍ୟ ବହିଥିଲା। ବର୍ଷା ଯୋଗୁ ଧାମପୁର ଅଞ୍ଚଳରେ ପ୍ରାୟ ଗୋଟିଏ ଫୁଟ ପାଣି ଜମି ରହିଥିଲା। ସମଓ୍ବାଲ ଏବଂ ଜଲୌନରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ କରାଯାଇଥିଲା। ଲକ୍ଷ୍ନୌ ଏବଂ ମିରଟରେ ମଧ୍ୟ ଆକାଶରେ ମେଘାଚ୍ଛନ୍ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri