ଲଗାଣ ବର୍ଷା: ଲେଙ୍ଗୁମହା ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ

ରାଇକିଆ,୧୩।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାଇକିଆ-ଦାରିଙ୍ଗିବାଡ଼ି ରାସ୍ତାର ଲେଙ୍ଗୁମହା ନିକଟରେ ଏକ ବିରାଟ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ି ରହିଛି। ଛୋଟ ଯାନ ବାହାନ ରାସ୍ତା କଡ଼ରେ କାଦୁଆରେ ବହୁ କଷ୍ଟରେ ଯାତାୟାତ କରୁଥିବା ବେଳେ ବଡ ଗାଡ଼ି ଚଳାଚଳ କରି ପାରୁନାହିଁ। ଦୁଇ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ପ୍ରଶାସନ ତରଫରୁ ରାସ୍ତା ଉପରୁ ଗଛ ହଟାଇବା ପାଇଁ କୌଣସି ପଦକ୍ଷେପ ନିଆ ଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri