ପ୍ରବଳ ତୁଷାର ଝଡ଼: ୧୬୦୦ରୁ ଅଧିକ ବିମାନ ବାତିଲ, ୬୫ ହଜାର ଲୋକଙ୍କ ଘରୁ ବିଦ୍ୟୁତ୍‌ କାଟ୍‌

ଓ୍ବାଶିଂଟନ,୨୩ା୨: ଆମେରିକାର ଅନେକ ସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି। ଏହି କାରଣରୁ ବିମାନ ଉଡ଼ାଣ ବାତିଲ ହୋଇଛି। ଏହା ବ୍ୟତୀତ ସଡ଼କ ପରିବହନ ମଧ୍ୟ ବ୍ୟାହତ ହୋଇଛି। ତୁଷାର ଝଡ଼ ଯୋଗୁ ଡ୍ରାଇଭରମାନେ କାର୍‌ରେ ଅଟକି ରହିଯାଇଛନ୍ତି। ହଜାର ହଜାର ଲୋକ ବିଦ୍ୟୁତ୍‌କାଟ୍‌ର ବି ସମ୍ମୁଖୀନ ହୋଇଛନ୍ତି। ଦଶନ୍ଧି ମଧ୍ୟରେ ସାଉଥ କାଲିଫର୍ନିଆରେ ଏହା ସବୁଠାରୁ ଭୟଙ୍କର ଝଡ଼। ଏହି ଜଟିଳ ପରିସ୍ଥିତିରୁ ଆଗାମୀ କିଛିଦିନ ମୁକୁଳିବା ସମ୍ଭବ ନୁହେଁ।

ଥଣ୍ଡା ପାଗ ଆରମ୍ଭ ହେବା ସହିତ ଉତ୍ତର ଆମେରିକାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ବିଦ୍ୟାଳୟ, କାର୍ଯ୍ୟାଳୟ, ବିଧାନସଭା ମଧ୍ୟ ବନ୍ଦ ରହିଛି। ଖରାପ ପାଗ ଯୋଗୁ ଆମେରିକାରେ ୧୬୦୦ରୁ ଅଧିକ ବିମାନ ବାତିଲ କରାଯାଇଛି। ଏହା ବ୍ୟତୀତ ସମଗ୍ର ଦେଶରେ ୫୦୦୦ରୁ ଅଧିକ ବିମାନ ବିଳମ୍ବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri