ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା
ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ହାଲୁକା ବର୍ଷା ଲାଗି ରହିବ। ଏହା ପରେ ବର୍ଷାର ପରିମାଣ ବଢ଼ିବ। ଅନ୍ୟ ୨୫ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri