ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩ ଘଣ୍ଟା ପାଇଁ ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri