ଘନୀଭୂତ ହେଉଛି ଲଘୁଚାପ, ୧୧ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଦକ୍ଷିଣଓଡିଶା -ଉତ୍ତର ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୧ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହି ଜିଲାଗୁଡିକ ହେଲା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଧା, ନୟାଗ ମାଲକାନଗିରି, କୋରାପୁଟ, ରାୟଗଡା ଏବଂ କଟକ। ସେହିପରି ଆସନ୍ତା ୧୧ରେ ୧୦ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ...

ରୂପାନ୍ତରୀକରଣ ଶେଷ କରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସଓ୍ବାନ ଭିଡିଓ କନଫରେନ୍ସିଂ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍‌ ସ୍ଥିତି ଓ ଉନ୍ନୟନମୂଳକ...

ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ରେଜଲ୍ଟ କିପରି ପ୍ରକାଶ ପାଇବ ଓ କେଉଁ ଆଧାରରେ ପିଲାଙ୍କୁ ମାର୍କ ଦିଆଯିବ ତାହାକୁ ନେଇ ରହିଥିବା...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ସେସୁ ଅଧିକାରୀ

କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍‌ ଯାଇଛନ୍ତି।...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଶିକ୍ଷକ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମସ୍ଥିତ ପଞ୍ଚାୟତ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ବାସଭବନରେ ବୁଧବାର ସକାଳୁ...

ରାସ୍ତା ସାରା ପଡୁଛି ପାଉଁଶ:ଗାଡ଼ି ଅଟକ, ଉତ୍ତେଜନା

ପରଜଙ୍ଗ,୨୧।୫(ଡି.ଏନ.ଏ.)ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟବହୃତ ପାଉଁଶଗୁଣ୍ଡ ଉଡି ପରିବେଶ ବିଷାକ୍ତ ହେଉଛି। ଏଥିଯୋଗୁ...

ରାସ୍ତା ଅଧାପନ୍ତରିଆ, ଠିକାଦାରଙ୍କ ଦେଖାନାହିଁ

ଯାଜପୁର ଅଫିସ,୨୭ା୧୨: ଯାଜପୁର ଜିଲା ବଡ଼ଚଣା ବ୍ଲକର ବନ୍ଦାଳୋଠାରୁ ଏଣ୍ଡରପଦା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ୨ ବର୍ଷ ହେଲା ଅଧାପନ୍ତରିଆ କାମ କରି...

ଏଭ୍‌ରେଷ୍ଟ ଚଢ଼ିଲେ ସୁର ରାଉତରାୟଙ୍କ ପୁଅ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଏଭ୍‌ରେଷ୍ଟର ଶୀର୍ଷରେ ପହଞ୍ଚି ରେକର୍ଡ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ। ସେ ସାଙ୍ଗରେ ଜାତୀୟ ପତାକା...

Advertisement
Archives

Model This Week