ଲଘୁଚାପ ପ୍ରଭାବରେ ଏହି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୨।୯: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କାଲି ପର୍ଯ୍ୟନ୍ତ ୪ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲାଗୁଡିକ ହେଲା ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା। ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ମଧ୍ୟ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri