୨୪ ଘଣ୍ଟାରେ ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ୟେଲୋ ଆଲର୍ଟ, ରୁହନ୍ତୁ ସତର୍କ

ଭୁବନେଶ୍ୱର,୮।୮: ପୁରୀରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ନେଇ ୭ ଜିଲାକୁ ୟେଲୋ ଆଲର୍ଟ ହୋଇଛି। ସେହି ୭ ଜିଲାଗୁଡିକ ହେଉଛି କଟକ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର। ୧୧ ଯାଏ ସମୟେ ସମୟେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ୧୨ ତାରିଖରୁ ପୁଣି ବର୍ଷା ବଢ଼ିବ । ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟାରେ ଗଞ୍ଜାମ ଆସିକାରେ ସର୍ବାଧିକ ୯୦ ମି.ମି ବର୍ଷା ରେକର୍ଡ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri