ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୭ା୭: ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପଟେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକର କିଛି ସ୍ଥାନରେ ରାତି ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହ ଝଟ୍‌କା ପବନର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri