ବରଗଡ଼ର ଏହି ରାସ୍ତାରେ ଭାରୀଯାନ ଚଳାଚଳ ଉପରେ ଲାଗିଲା ରୋକ୍, ମାସେ ଧରି ବଳବତ୍ତର ରହିବ…

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ବରପାଲି ଗାନ୍ଧିଛକଠାରୁ ରାମପୁର ରାସ୍ତାରେ ଭାରୀଯାନ ଚଳାଚଳ ଉପରେ ଜିଲା ପ୍ରଶାସନ କଟକଣା ଜାରି କରିଛି। ଜିଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତି(ନ‍ଂ-୨୮୨୪, ତା-୨୫।୧୧।୨୦୨୫)ରେ ଉଲ୍ଲେଖ ରହିଛି, ବରପାଲି ସହରରେ ଟ୍ରାଫିକ ସମସ୍ୟା ଏଡାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ମାସ ୧୯ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଏହି କଟକଣା ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri