ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପାର ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୧୨ା୨: ୨୦୨୪ ନିର୍ବାଚନ ପାଇଁ ଏବେଠୁ କ୍ଷେତ୍ର ପ୍ରସ୍ତୁତ କଲାଣି ଭାଜପା। ଚଳିତ ମାସରେ ପ୍ରଚାର ପାଇଁ ଭାଜପାର ବହୁ ହେଭିଓ୍ବେଟ୍‌ ନେତା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

JP Nadda joins 'En Mann, En Makkal' padayatra in Chennai - TheDailyGuardian
ଚଳିତ ମାସ ଶେଷରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ଓଡ଼ିଶା ଆସିବେ। ଏହା ପୂର୍ବରୁ ଆସନ୍ତା ୧୩ ତାରିଖରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଶିବରାଜ ସିଂ ଚୌହାନ ଓଡ଼ିଶା ଆସିବେ। ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ। ସେହିପରି ଆସନ୍ତା ୧୫ ତାରିଖରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଓଡ଼ିଶା ଆସି  ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବା ସହ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri