ହେଲିକପ୍ଟର ଦୁର୍ଘଟଣା: ୫ ମୃତ

ଆଞ୍ଚୋରେଜ୍‌,୨୯।୩: ଆମେରିକାର ଆଲାସ୍କା ରାଜ୍ୟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଆଞ୍ଚୋରେଜ୍‌ର ଉତ୍ତରପୂର୍ବରେ ଥିବା କ୍ନିକ୍‌ ଗ୍ଲାସିୟର ନିକଟରେ ଏଭଳି ଘଟିଥିବା ସୈନ୍ୟ ବାହିନୀ ପ୍ରବକ୍ତା ଅଷ୍ଟିନ୍‌ ମ୍ୟାକ୍‌ଡାନିଏଲ୍‌ ସୂଚନା ଦେଇଛନ୍ତି। ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବାବେଳେ ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ବର୍ଷରେ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ

ଓ୍ବାଶିଂଟନ,୧୨।୩: ବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ(ଓ୍ବାଲର୍‌ଡ ଓ୍ବାଇଡ୍‌ ଓ୍ବେବ୍‌)କୁ ଗୁରୁବାର ୩୧ ବର୍ଷ ପୂରଣ ହୋଇଛି। ୧୯୮୯ ମାର୍ଚ୍ଚ ୧୨ରେ ଏହାର ସ୍ଥାପିତ ହୋଇଥିଲା। ଏଭଳି ଓ୍ବେବସାଇଟ୍‌ ସହିତ ସର୍ଚ୍ଚ...

ଏସ୍‌ସିଓ ବୈଠକରେ ମୋଦିଙ୍କ ସମ୍ବୋଧନ, ଏହି ୧୦ କଥା ଉପରେ ଦେଲେ ଗୁରୁତ୍ୱ

ସମରକନ୍ଦ,୧୬ା୯: ଉଜବେକିସ୍ତାନର ସମରକନ୍ଦ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ବୈଠକରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ...

ଗୁଗୁଲ ମ୍ୟାପ୍‌କୁ ପୂରିଲା ୧୫ ବର୍ଷ

ଓ୍ବାଶିଂଟନ,୮।୨: ଗୁଗୁଲ ମ୍ୟାପ୍‌କୁ ଶନିବାର ୧୫ ବର୍ଷ ପୂରିଛି। ଗୁଗୁଲ ଦ୍ୱାରା ବିକଶିତ ହୋଇଥିବା ଓ୍ବେବ୍‌ ମ୍ୟାପିଂ ସର୍ଭିସ୍‌ ୨୦୦୫ ଫେବୃୟାରୀ ୮ରେ ଶୁଭାରମ୍ଭ ହୋଇଥିଲା।...

ଭାରତ ଯାତ୍ରା ପୂର୍ବରୁ ହୋମୱାର୍କ କରିବା ଆବଶ୍ୟକ: ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୩।୪: ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ଆସନ୍ତା ମାସରେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଗସ୍ତ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା...

କାନ୍ଦାହାରକୁ କବ୍‌ଜା କଲା ତାଲିବାନ

କାବୁଲ,୧୩।୮: ତାଲିବାନ ଆଫଗାନିସ୍ତାନର ପ୍ରମୁଖ ସହରଗୁଡ଼ିକୁ ଅକ୍ତିଆର କରବାରେ ଲାଗିଛି। ଏବେ ତାଲିବାନମାନେ କାନ୍ଦାହାରକୁ ମଧ୍ୟ ନିଜ କବ୍‌ଜାକୁ ନେଇଯାଇଛନ୍ତି। ଏହା ବ୍ୟତୀତ ତାଲିବାନ ମଧ୍ୟ...

ପ୍ରଦ୍ୟୁଷିତ ବାୟୁ ନେଉଛି ଗର୍ଭସ୍ଥ ଶିଶୁଙ୍କ ଜୀବନ

ବେଜିଂ, ୫।୧୨: ପ୍ରଦୂଷିତ ବାୟୁରେ ଥିବା କ୍ଷୁଦ୍ର କଣିକା ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ସାଇଣ୍ଟିଫିକ୍‌ ଜର୍ନାଲ ନେଚର କମ୍ୟୁନିକେଶନରେ ପ୍ରକାଶିତ...

ଆମେରିକାରେ ପୁଣି ଫୁଟିଲା ଗୁଳି, ୨ ମୃତ, ପୋଲିସ ଅଧିକାରୀ ଆହତ

ୱାଶିଂଟନ,୨୨ ।୧୦: ଆମେରିକାରେ ପୁଣିଥରେ ଆଖିବୁଜା ଗୁଳି ଚାଳନାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ଗୁରୁବାରର ଘଟଣା । ଆମେରିକାର ରାଜଧାନୀ...

ଓପନ ଓ୍ବାର୍କ ପରିମିଟ ଘୋଷଣା କଲେ କାନାଡା ସରକାର : ଭାରତୀୟଙ୍କ ପାଇଁ ସୁଯୋଗ…

ଓଟଓ୍ବା/ନୂଆଦିଲ୍ଲୀ,୩।୧୨ : କାନାଡାର ଓପନ ୱାର୍କ ପରିମିଟ (ଓଡବ୍ଲୁପି) ଧାରକମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ବାସ୍ତବରେ ସରକାର ଖୋଲା କାର୍ଯ୍ୟ ଅନୁମତି ବିସ୍ତାର...

Advertisement
Archives

Model This Week