ସମୁଦ୍ରରେ ଖସିପଡ଼ିଲା ହେଲିକପ୍ଟର

ଓ୍ବାଶିଂଟନ,୨୦।୨: ଆମେରିକାର ଫ୍ଲୋରିଡା ଅନ୍ତର୍ଗତ ମିଆମି ବେଳାଭୂମି ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ହେଲିକପ୍ଟରରେ ୩ ଜଣ ଯାତ୍ରୀ ଥିଲେ। ସେହି ସମୟରେ ବେଳାଭୂମିରେ ପ୍ରବଳ ଗହଳି ଥିଲା। ସନ୍ତରଣ ଓ ସୂର୍ଯ୍ୟସ୍ନାନ ପାଇଁ ବହୁସଂଖ୍ୟାରେ ଲୋକ ମିଆମି ବେଳାଭୂମିକୁ ଆସିଥାନ୍ତି। ରବିନସନ ଆର୍‌୪୪ ହେଲିକପ୍ଟର ଦୁର୍ଘଟଣା ସମ୍ପର୍କରେ ଫେଡେରାଲ ଆଭିଏଶନ ପ୍ରଶାସନ ତଦନ୍ତ କରୁଛି। ଆହତ ହୋଇଥିବା ଦୁଇ ଯାତ୍ରୀଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri