ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ ନେଇ ପ୍ରଶାସନ ପାଖରେ କୌଣସି ସୂଚନା ନାହିଁ ।

ସୂଚନାନୁସାରେ, ଏହି ହେଲିକପ୍ଟରଟି ACE AIR ସେବା ସହିତ ବ୍ୟକ୍ତିଗତ ହେଲିକପ୍ଟର ବୋଲି କୁହାଯାଉଛି। ସକାଳୁ ଏକ ଧଳା ରଂଗର ହେଲିକପ୍ଟର ଢେଙ୍କାନାଳ ସ୍ଥିତ ମହିଷା ପାଟ ପଲ୍ଲିଶ୍ରୀ ପଡ଼ିଆରେ ଅବତରଣ କରିଥିଲା। ତେବେ ଏହି ହେଲିକପ୍ଟରଟି କାହା ସହିତ ଅଛି ବା କିଏ ଏଥିରେ ଆସିଥିଲା ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ।

ସୂଚନା ପାଇବା ପରେ ପୋଲିସ ଏବଂ ଫ୍ଲାଇଙ୍ଗ ସ୍କ୍ୱାଡ଼ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଥିବାରୁ ଏଭଳି ଘଟଣା ସୁରକ୍ଷା ଚିନ୍ତା ବଢ଼ାଇ ଦେଇଛି। ଘଟଣା ସହ ଜଡିତ ଅଧିକ ବିସ୍ତୃତ ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri