ରାଜଧାନୀରେ ନରକଙ୍କାଳ

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ରାଜଧାନୀରୁ ମିଳିଛି ଅନେକ ନରକଙ୍କାଳ। ମଞ୍ଚେଶ୍ୱର ଥାନା ଇଞ୍ଜଣା ବ୍ରିଜ୍‌ ନିକଟରୁ ୨୦ରୁ ଊର୍ଦ୍ଧ୍ୱ ନରକଙ୍କାଳ ମିଳିଛି। ଗୋଟିଏ ସ୍ଥାନରେ ନରକଙ୍କାଳ, ଖପୁରୀ, ହାଡ଼ ଦେଖି ଲୋକେ ଭୟଭୀତ ହୋଇ ଯାଇଛନ୍ତି। ହଠାତ୍‌ ଏତେ ସଂଖ୍ୟାରେ କଙ୍କାଳ, ଖପୁରି କିପରି ଏବଂ କେଉଁଠୁ ଆସିଲା ତାହାକୁ ନେେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୮ଜିଲାରେ ପ୍ରବଳ ବର୍ଷା : ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହିକ୍ରମରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି...

ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୭(ବ୍ୟୁରୋ): ରାଜଧାନୀରେ ସୋମବାର ଦୁଇଟି କ୍ୟାନସର ହସ୍ପିଟାଲ ପାଇଁ ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଟଣୀ ଅଞ୍ଚଳରେ ଥିବା ଇନ୍‌ଫୋସିଟି-୨ରେ ୨୦ରୁ ୨୫ ଏକର...

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଏକା ସାଙ୍ଗରେ ଚାଲିଗଲା ପରିବାରର ୩ ଜୀବନ

ଗୋଲାମୁଣ୍ଡା,୪।୩: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଡୁଙ୍ଗୁରିଗୁଡ଼ାଠାରେ ଗୁରୁବାର ବସ୍‌ ସହିତ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ୨ଜଣ ମୃତ୍ୟୁବରଣ କରିଥିବା ବେଳେ ଝିଅକୁ...

ଜନଜାତିଙ୍କ ଅର୍ଥନୈତିକ ବିକାଶ କରୁଛି ‘ମିଶନ ଜୀବିକା’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କର ‘ମୋ ସରକାର’ ଓ ‘୫-ଟି’ କାର୍ଯ୍ୟକ୍ରମ ଅଧୀନରେ ଗତବର୍ଷ ଅକ୍ଟୋବର ମାସରେ ‘ମିଶନ ଜୀବିକା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରତିବର୍ଷ ଏହି...

‘ରାଜ୍ୟବାସୀଙ୍କୁ ନିରବିଚ୍ଛିନ୍ନ ବିଜୁଳି ଯୋଗାଅ’

ଭୁବନେଶ୍ୱର,୬ା୫(ବ୍ୟୁରୋ): ବିଧାନସଭା ବିଦ୍ୟୁତ୍‌ ଓ ଶକ୍ତି ବିଭାଗ ଗୃହ କମିଟିର ପ୍ରଥମ ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧ୍ୟକ୍ଷତା କରି ଗ୍ରାମାଞ୍ଚଳ ବିଦ୍ୟୁତ୍‌ ସମସ୍ୟା ସୁଧାର...

ଏବର୍ଷ ବି କଟକଣାରେ ଜାଗର ଯାତ୍ରା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ବର୍ଷ କୋଭିଡ କଟକଣାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳନ କରାଯିବ। ରାତି ୧୦ଟାରେ ମହାଦୀପ ଉଠିବ। ଶୁକ୍ରବାର ମନ୍ଦିର ଟ୍ରଷ୍ଟ ବୋର୍ଡ...

ଜରନ୍ଦାପାଳ ପୋଲ ନିକଟରୁ ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

କଳିଙ୍ଗନଗର,୮ା୬(ଡି.ଏନ୍‌.ଏ.): ଟମକା ଥାନା ଜରନ୍ଦାପାଳ ଛକ ନିକଟରୁ ଶୁକ୍ରବାର ସକାଳେ ପୋଲିସ ସ୍ଥାନୀୟ ଅଞ୍ଚଳର ଜଣେ ଗାଡି ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜରନ୍ଦାପାଳ...

ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍‌ ମହାମାରୀ ସମୟରେ ମେଡିକାଲରେ ବେଡ୍‌ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍‌...

Advertisement
Archives

Model This Week