Posted inଫୁରସତ

ହେଲୋକିଟି ଏରୋପ୍ଲେନ୍‌

ଫ୍ଲାଇଟ୍‌ରେ ଅନେକେ ଯାଇଥିବେ। ତେବେ ଶିକାଗୋ ଏବଂ ମିଡଓ୍ବେଷ୍ଟରୁ, ଏସିଆ ଓ ଚାଇନାକୁ ଯାଉଥିବା ବୋଇଂ ୭୭୭-୩୦୦ ଇଆର୍‌ ବିମାନରେ ଯିଏ ଥରେ ଯାତ୍ରା କରିବେ ସେ ନିଶ୍ଚିତଭାବେ ଭିନ୍ନ ଏକ ସ୍ମୃତି ସାଉଁଟିବେ। କାରଣ ଏହି ବିମାନ ବେଶ୍‌ ମଜାଦାର। ଖାସ୍‌ କରି ଛୋଟ ପିଲାଙ୍କୁ ଏହି ବିମାନରେ ଯିବାକୁ ବେଶି ଭଲ ଲାଗିବ। କାରଣ ଏହାକୁ ହେଲୋ କିଟି ଥିମ୍‌ରେ ସଜା ଯାଇଛି। ଏହାର ଚତୁଃପାର୍ଶ୍ୱରେ ହେଲୋ କିଟିର ରଙ୍ଗିନ ଚିତ୍ର କରାଯାଇଛି, ଯାହାକି ବିମାନକୁ ଭିନ୍ନ ଲୁକ୍‌ ଦେଇଥାଏ। ଏହାବାଦ ଏହାର କ୍ରୁ ସଦସ୍ୟମାନେ ହେଲୋ କିଟି ୟୁନିଫର୍ମ ପିନ୍ଧନ୍ତି। ଏହାର ଇଣ୍ଟେରିୟର୍‌, ହେଡ୍‌ରେଷ୍ଟ, ତକିଆ, ଏୟାର ସିକ୍‌ନେସ୍‌ ବ୍ୟାଗ୍‌, ଏମିତିକି ଟଏଲେଟ୍‌ ପେପର୍‌ରେ ବି ହେଲୋ କିଟି କାର୍ଟୁନ୍‌ର ବିଭିନ୍ନ ଚରିତ୍ରର ଚିତ୍ର ଥିବା ଦେଖିବାକୁ ମିଳେ। ଖାଦ୍ୟ ବି ଏଠି ହେଲୋକିଟି ଥିମ୍‌ରେ ପ୍ରସ୍ତୁତ କରାଯାଏ। ସେଥିପାଇଁ ତ ଏଥିରେ ଯାତ୍ରା କରିଥିବା ଯାତ୍ରୀଙ୍କ ପାଇଁ ଅଭୁଲା ହୋଇ ରହିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri