ହେଲ୍‌ମେଟ ଯାଞ୍ଚ: ୪୫୬ ମାମଲା ରୁଜୁ

ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଜିଲା ବାରିପଦା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ଓ ରାଜ୍ୟ ରାଜପଥରେ ଚାଲିଥିବା ହେଲମେଟ ଯାଞ୍ଚ ଶେଷ ହୋଇଛି। ୭ଦିନ ବ୍ୟାପି ଚାଲିଥିବା ଏହି ସ୍ବତନ୍ତ୍ର ଯାଞ୍ଚରେ ଜିଲାରେ ମୋଟ ୪୫୬ଟି ମାମଲା ରୁଜୁ ହୋଇଛି। ଏହା ସହିତ ୯୩ଜଣଙ୍କ ଡ୍ରାଇଭିଂ ଲାଇସେନ୍ସକୁ ରଦ୍ଦ କରି ଜରିମାନା କରାଯାଇଛି। ଏ ସଂକ୍ରାନ୍ତରେ ବାରିପଦା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ

ଖୁଣ୍ଟା,୧୭ା୯(ଡି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍‌ ହେବାକୁ ପଡ଼ିଛି। ଜଣେ...

ପରିବା କିଣୁକିଣୁ ନ ଥିଲା ବାଇକ୍‌

ବୈଶିଙ୍ଗା,୪ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଉପକଣ୍ଠ ଡାହିବାଡ଼ି ସାପ୍ତାହିକ ହାଟରେ ପୁଣି ଲୁଟେରା ସକ୍ରିୟ ହୋଇ ପଡିଛନ୍ତି। ବୁଧବାର ହାଟରେ ପ୍ରବଳ ଗହଳି ଥିବା ବେଳେ...

ଇକୋ ସେନି୍ସଟିଭ୍‌ ଜୋନ ନାଁରେ ଉଚ୍ଛେଦକୁ ବିରୋଧ: ୨୮୫ ଗାଁ ବାସିନ୍ଦାଙ୍କ ବିକ୍ଷୋଭ ଶୋଭାଯାତ୍ରା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଞ୍ଚଳରୁ ୨୮୫ ଗ୍ରାମର ଆଦିବାସୀ ମୂଳବାସିନ୍ଦାମାନଙ୍କୁ ଇକୋ-ସେନ୍ସିଟିଭ୍‌ ଜୋନ ବାହାନାରେ ଉଚ୍ଛେଦ କରିବା ଯୋଜନାକୁ ବିରୋଧ କରାଯାଇଛି। ଏଥିନେଇ...

ବାଟବଣା ବନ୍ୟପ୍ରାଣୀଙ୍କ ବନ୍ଧୁ

ବାରିପଦା ଅଫିସ,୨୧।୧ ବିଷଧର ସାପ ହେଉ କି ଜଙ୍ଗଲର ହିଂସ୍ର ଜନ୍ତୁ। ବାଟବଣା ତଥା ଆଘାତପ୍ରାପ୍ତ ବନ୍ୟପ୍ରାଣୀଙ୍କୁ ଉଦ୍ଧାର କରି ସୁରକ୍ଷା ଯୋଗାଇ ଦେବା କିଛି...

ପୋତି ହୋଇପଡ଼ୁଛି ଡେଳିଙ୍ଗିବନ୍ଧ

ବାରିପଦା ଅଫିସ,୮ା୨- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ଥିବା ଡେଳିଙ୍ଗି ବନ୍ଧ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିଛି। ସ୍ବାଧୀନତା ପୂର୍ବରୁ ରାଜାରାଜୁଡ଼ା ଅମଳରେ...

ଅଶୋକଝରି ରଥ ଟାଣିଲେ ବାଳିକା ବାଳକ

ବାରିପଦା ଅଫିସ, ୧୦।୪ – ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ହରିବଳଦେବଜୀଉଙ୍କ ବଡ଼ଦାଣ୍ଡରେ ଶନିବାର ଅଶୋକାଷ୍ଟମୀ ଅବସରରେ ରୁକୁଣା ଅଶୋକଝରି (ରୁକୁଣା) ରଥକୁ ବାଳିକା ବାଳକମାନେ ଟାଣିଛନ୍ତି। କୋଭିଡ୍‌...

ବସ୍‌ ଚଲାଉଥିଲେ ହେଲପର, ଟ୍ରକ୍‌ ସହ ହେଲା ମୁହାଁମୁହିଁ

ବାରିପଦା ଅଫିସ,୨୫ା୨: ଶନିବାର ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣିଠାରେ ପୃଥକ୍‌ ସଡ଼କ ଦୁର୍ଘଟଣାରେ ୩ ଆହତ ହୋଇଛନ୍ତି। ବସ୍‌-ଟ୍ରକ୍‌ ମୁଁହାମୁହିଁ ଧକ୍କା ହୋଇଥିବା...

ମୟୂରଭଞ୍ଜକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି

ବାରିପଦା ଅଫିସ,୧୦ା୧୨: ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ ଦାବିରେ ଅଣରାଜନୈତିକ ସଂଗଠନ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ୪ଦଫା ସମ୍ବଳିତ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ...

Advertisement
Archives

Model This Week