Posted inଜାତୀୟ

ଦିଲ୍ଲୀରେ ବନ୍ୟା ପରିସ୍ଥିତି: ସେନାରୁ ସାହାଯ୍ୟ ମାଗିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୪।୭: ଦିଲ୍ଲୀରେ ଯମୁନାର ଜଳସ୍ତର ବୃଦ୍ଧି ପାଉଛି। ଏହି କାରଣରୁ ଆଇଟିଓ ଏବଂ ଦିଲ୍ଲୀର ଆଖପାଖ ଅଞ୍ଚଳକୁ ଜଳ ପ୍ରବେଶ କରିବାକୁ ଲାଗିଛି। ଯମୁନା ଜଳ ସହରରେ ପ୍ରବେଶ ନ କରିବା ପାଇଁ ଦିଲ୍ଲୀର ସରକାରୀ କର୍ମଚାରୀମାନେ ରାତିସାରା କାମ କରୁଛନ୍ତି। ଏହା ସତ୍ତ୍ୱେ ସେ ସଫଳତା ପାଇ ନାହାଁନ୍ତି। ବର୍ତ୍ତମାନ ଅବସ୍ଥା ଆହୁରି ଖରାପ ହୋଇଥିବାର ଦେଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସେନା ଏବଂ ଏନ୍‌ଡିଆରଏଫ ଦଳକୁ ଘଟଣାସ୍ଥଳକୁ ପଠାଇବାକୁ ଦାବି କରିଛନ୍ତି।

କେଜ୍‌ରିଓ୍ବାଲ ଏ ସମ୍ପର୍କରେ ଏକ ଟୁଇଟ କରିଛନ୍ତି। ଏହି ଟୁଇଟରେ ସେ ଲେଖିଛନ୍ତି, ସହର ଭିତରକୁ ଯମୁନା ପାଣି ଆସୁଥିବାରୁ ଆଇଟିଓ ଏବଂ ଏହାର ଆଖପାଖରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଇଞ୍ଜିନିୟରମାନେ ରାତିସାରା କାମ କରୁଛନ୍ତି। ମୁଁ ବର୍ତ୍ତମାନ ମୁଖ୍ୟ ସଚିବଙ୍କୁ ସେନା ଏବଂ ଏନଡିଆରଏଫର ସାହାଯ୍ୟ ମାଗିବାକୁ ନିର୍ଦ୍ଦେଶ ଦେଇଛି। ଏହାକୁ ତୁରନ୍ତ ଠିକଖ କରାଯିବା ଉଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri