ଦୁଗ୍ଧ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ: ଚାଲିଗଲା ହେଲପର୍‌ଙ୍କ ଜୀବନ

କଟକ ସଦର,୯ା୭: କଟକ-ନୂଆଗାଁ ଜାତୀୟ ରାଜପଥ କନ୍ଦରପୁର ଥାନା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁଗ୍ଧ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ହେଲପର୍‌ ସୁରେନ୍ଦ୍ର ଲେଙ୍କାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ ଗୋପାଳପୁର ଗାଁରେ ବୋଲି ଜଣାପଡ଼ିଛି।

ସୂଚନା ମୁତାବକ, ବ୍ରହ୍ମପୁରରୁ ଦୁଗ୍ଧ ଟ୍ୟାଙ୍କର(ନଂ.ଓଡି୦୫କେ-୭୫୫୭) ତିର୍ତ୍ତୋଲକୁ ଯାଉଥିଲା। ହେଲେ କନ୍ଦରପୁର ଥାନା ନିକଟରେ ଟ୍ୟାଙ୍କରଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇ ପଠାଇଛି। ଏନେଇ କନ୍ଦରପୁର ଥାନା ପୋଲିସ ଏକ ଦୁର୍ଘଟଣା ମାମଲା(ନଂ.୧୧୯/୨୨) ରୁଜୁ କରି ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri