ଇସ୍ରାଏଲ ଯୁଦ୍ଧ କ୍ଷେତ୍ରରେ ରହୁଥିବା ଭାରତୀୟଙ୍କ ପାଇଁ ହେଲ୍ପଲାଇନ୍‌ ନମ୍ବର ଜାରି

ଜେରୁଜେଲମ୍‌,୮ା୧୦: ଇସ୍ରାଏଲ ଉପରେ ହମାସ୍‌ ଆତଙ୍କବାଦୀ ଆକ୍ରମଣ ପରେ ରାମଲାଲାସ୍ଥିତ ପାଲେଷ୍ଟାଇନରେ ଥିବା ଭାରତର ପ୍ରତିନିଧି କାର୍ଯ୍ୟାଳୟ ସମସ୍ତ ଭାରତୀୟ ନାଗରିକଙ୍କୁ ଜରୁରୀକାଳିନ ପରିସ୍ଥିତିରେ କିମ୍ବା କୌଣସି ସାହାଯ୍ୟ ଆବଶ୍ୟକ ହେଲେ ସିଧାସଳଖ କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବାକୁ କହିଛନ୍ତି। ପ୍ରତିନିଧି କାର୍ଯ୍ୟାଳୟ ଏଥିପାଇଁ ୨୪ ଘଣ୍ଟିଆ ଜରୁରୀକାଳିନ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରିଛି।

ପାଲେଷ୍ଟାଇନରେ ଭାରତର ପ୍ରତିନିଧିଙ୍କ କାର୍ଯ୍ୟାଳୟ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ଲେଖିଛି ଯେ, କାର୍ଯ୍ୟାଳୟ ସହିତ ଯୋଗାଯୋଗ କରାଯାଇପାରିବ: ଜାଓ୍ବାଲ: ୦୫୯୨-୯୧୬୪୧୮, ହ୍ବାଟ୍ସଆପ୍‌ ନଂ +୯୭୦-୫୯୨୯୧୬୪୧।

ସୂଚନାଯୋଗ୍ୟ, ହମାସ୍‌ ବିଦ୍ରୋହୀଙ୍କ ଅଚାନକ ଆକ୍ରମଣରେ ଜଣେ ମେୟରଙ୍କ ସମେତ ୨୦୦ ଇସ୍ରାଏଲୀ ନିହତ ହେବା ସହ ୧,୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହାର ଜବାବରେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଶନିବାର ହମାସ୍‌ ବିରୋଧରେ ଯୁଦ୍ଧ ଘୋଷଣା କରିଥିଲେ। ଶତ୍ରୁତା ପାଇଁ ହମାସ୍‌କୁ ଅଭୂତପୂର୍ବ ମୂଲ୍ୟ ଦେବାକୁ ପଡ଼ିବ ବୋଲି ନେତାନ୍ୟାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି।…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri