Odisha Elections 2024

ହେଲ୍ପଲାଇନ୍‌ ନମ୍ବର ଜାରିକଲା ବିଏମ୍‌ସି

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣା ନେଇ ବିଏମ୍‌ସି ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ୧୯୨୯ ନମ୍ବରକୁ କଲ୍‌ କରି ସମ୍ପର୍କୀୟମାନେ ମୃତଦେହ ସମ୍ପର୍କରେ ଜାଣିପାରିବେ ବୋଲି ଏନେଇବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ବିଏମ୍‌ସି ଓ୍ବେବ୍‌ସାଇଟ୍‌ରେ ମୃତକଙ୍କ ଫଟୋ ଏବଂ ସମ୍ପୂର୍ଣ୍ଣ ବିବରଣୀ ଅପଲୋଡ୍‌ କରାଯିବ। ବିଏମସି ମୁଖ୍ୟ କାର୍ଯ୍ୟାଳୟରେ ହେଲ୍ପ ଡେସ୍କ ଖୋଲାଯାଇଛି। ସମ୍ପର୍କୀୟମାନେ ଚାହିଁଲେ ମୃତକଙ୍କ ବିଷୟରେ ସୂଚନା ନେଇପାରିବେ। ଏମ୍ସ ସମେତ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ୧୭୦ଟି ମୃତଦେହ ସଂରକ୍ଷିତ କରି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…

ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri