ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ ମା’ଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ କହିଛନ୍ତି, ଆଜି ଯାହା ବି ହେମା ଅଛନ୍ତି ତାହା କେବଳ ମା’ଙ୍କ ପାଇଁ। ମା’ ଜୟା ତାଙ୍କ କ୍ୟାରିୟର ଗଢ଼ିଛନ୍ତି। ଆଜି ବି ସେ ତାଙ୍କ ଉପସ୍ଥିତି ଓ ମାର୍ଗଦର୍ଶନକୁ ଅନୁଭବ କରିପରନ୍ତି ବୋଲି ହେମା କ୍ୟାପସନ୍‌ରେ ଲେଖିଛନ୍ତି। ହେମାଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri