ଜନ୍ମଦିନରେ ଧର୍ମେନ୍ଦ୍ରଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କଲେ ହେମା

ବମ୍ବେ: ବଲିଉଡର ଭେଟେରାନ୍‌ ଅଭିନେତା ଧର୍ମେନ୍ଦ୍ର ୮୮ ବର୍ଷରେ ପାଦ ଥାପିଛନ୍ତି। ଶୁକ୍ରବାର ସେ ନିଜର ଜନ୍ମଦିନ ପାଳନ କରିଛନ୍ତି। ବୟସାଧିକ ସତ୍ତ୍ୱେ କାମ ଜାରି ରଖିଥିବା ବର୍ଷୀୟାନ ଅଭିନେତାଙ୍କୁ ନିଜର ସ୍ବତନ୍ତ୍ର ଦିନରେ ପରିବାର ସହ ପ୍ରଶଂସକଙ୍କ ପକ୍ଷରୁ ଶୁଭେଚ୍ଛା ବାର୍ତ୍ତା ମିଳିଥିବା ଦେଖାଯାଇଛି। ବିଶେଷକରି ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ହେମା ମାଳିନୀ ସ୍ବତନ୍ତ୍ର ଢ଼ଙ୍ଗରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଜନ୍ମଦିନର କିଛି ଫଟୋ ସୋସିଆଲ ମିଡିଆରେ ମଧ୍ୟ ଶେୟାର କରିଛନ୍ତି। ଫଟୋରେ ଧର୍ମେନ୍ଦ୍ର ହେମା ଏବଂ ଦୁଇ ଝିଅଙ୍କ ସହ ନଜର ଆସୁଛନ୍ତି। ଏହାଛଡ଼ା ଏକ ଫଟୋରେ ହେମା ତାଙ୍କୁ ଚୁମ୍ବନ ଦେଇଥିବା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଏହା ବେଶ ଭାଇରାଲ ହେଉଛି।

ଦର୍ଶକ ହେମା ଏବଂ ଧର୍ମେନ୍ଦ୍ରଙ୍କ ଯୋଡ଼ିକୁ ବହୁତ ପସନ୍ଦ କରନ୍ତି। ଉଭୟ ଅନେକ ହିଟ୍‌ ସିନେମାରେ କାମ କରିବା ପରେ ପ୍ରେମରେ ପଡ଼ିଥିଲେ। ୧୯୮୦ରେ ଦୁହେଁ ବିବାହ କରିଥିଲେ। ସେମାନେ ପରସ୍ପରକୁ ସର୍ବଦା ସମର୍ଥନ କରିଆସିଛନ୍ତି। ତେବେ ଧର୍ମେନ୍ଦ୍ର ଜନ୍ମଦିନରେ ପ୍ରଶଂସକଙ୍କ ଗହଣରେ କେକ୍‌ ମଧ୍ୟ କାଟିଥିଲେ। ପୁଅ ସନ୍ନି ଦେଓଲ ସେତେବେଳେ ଭାବବିହ୍ବଳ ହେଉଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବହଳପଦରରେ ଜବରଦଖଲ ଉଚ୍ଛେଦ: ଗ୍ରାମବାସୀଙ୍କ ଦାବି ହେଲା ପୂରଣ, ନିର୍ମାଣ ହେବ କୃଷି ସମବାୟ କାର୍ଯ୍ୟାଳୟ

ଅମରପାଲି, ୧୦।୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପରେ ଜମିକୁ…

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri