ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର ୩ଟି ସ୍ଥାନରେ ପ୍ରଚାର କରିବେ। ସେ ଉତ୍ତର ଭୁବନେଶ୍ୱର ଓ କଟକ କିଶନନଗରରେ ସଭା କରିବେ। ପିପିଲିରେ ମଧ୍ୟ ରୋଡ୍‌ ଶୋ’ କରିବେ। ଏନେଇ ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ

ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ...

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ...

ଲିଟର ପିଛା ୨ ଟଙ୍କା ବଢ଼ିଲା କ୍ଷୀର ମୂଲ୍ୟ, ନୂତନ ଦର ତାଲିକା ଜାଣନ୍ତୁ

ଭୁବନେଶ୍ୱର, ୨୯।୪: ଦେଶର ଅଗ୍ରଣୀ କ୍ଷୀର ଉତ୍ପାଦନ କମ୍ପାନୀ ମଦର ଡେରୀ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ସମସ୍ତ ଅପରେଟିଂ ମାର୍କେଟରେ କ୍ଷୀର ମୂଲ୍ୟ ବୃଦ୍ଧି କରିଛି।...

ପାକିସ୍ତାନୀ କଳାକାରଙ୍କୁ ରୋକଠୋକ୍‌ ଶୁଣାଇଦେଲେ ଜାଭେଦ ଅଖତର, ସମସ୍ତେ କାବା

ନୂଆଦିଲ୍ଲୀ,୨୯।୪: ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିରୀହ ବ୍ୟକ୍ତିଙ୍କ ଜୀବନ ହାନି ଘଟିଥିଲା। ଏହି ଘଟଣା ପରେ ଭାରତରେ ପାକିସ୍ତାନୀ କଳାକାରଙ୍କୁ...

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ...

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri