Posted inଜାତୀୟ

ହେମନ୍ତ ହେଲେ ମୁମ୍ବାଇ ପୋଲିସର ନୂତନ କମିଶନର

ମୁମ୍ବାଇ,୧୭।୩: ମୁମ୍ବାଇ ସ୍ଥିତ ମୁକେଶ ଅମ୍ବାନୀଙ୍କ ଘର ଆଗରୁ ବିସ୍ଫୋରକ ଭର୍ତ୍ତି ଗାଡି ଜବତ ହେବା ଘଟଣାରେ ଏନ୍‌କାଉଣ୍ଟର ସ୍ପେଶାଲିଷ୍ଟ ସଚିନ ବାଜେ ଗିରଫ ହେବା ପରେ ମୁମ୍ବାଇ ପୋଲିସରେ ଏକ ବଡ଼ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି। ରାଜ୍ୟ ସରକାର ବୁଧବାର ପରମବୀର ସିଂଙ୍କୁ ମୁମ୍ବାଇ ପୋଲିସ କମିଶନର ପଦରୁ ହଟାଇ ଦେଇଛନ୍ତି।  ତାଙ୍କ ସ୍ଥାନରେ ହେମନ୍ତ ନାଗ୍ରାଲେଙ୍କୁ ମୁମ୍ବାଇ ପୋଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି। ପରମବୀର ରାଜ୍ୟ ହୋମଗାର୍ଡ ଡିଜି ଭାବେ କାର୍ଯ୍ୟ କରିବେ। ଏହି ସମ୍ପର୍କରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri