Posted inଜାତୀୟ

ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୨୮।୬: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ହେମନ୍ତ ସୋରେନ ଶୁକ୍ରବାର ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ଜାନୁଆରୀ ୩୧ରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ସୋରେନଙ୍କୁ ଗିରଫ କରିଥିଲା।

ତା’ପରେ ସେ ଇଡି ହେପାଜତରେ ଥିବାବେଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଏବଂ ଏହାର ଦାୟିତ୍ୱ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପଇ ସୋରେନଙ୍କୁ ଦେଇଥିଲେ। ବର୍ତ୍ତମାନ, ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ହେମନ୍ତ ସୋରେନଙ୍କୁ ଜାମିନ ମିଳିବା ଦଳ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର।

 


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭର ବ୍ରେକ୍‌ ମାରିବା ସମୟରେ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ଚାହୁଁଚାହୁଁ…

ପରଜଙ୍ଗ,୧୧ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲୋ ଟୋଲ୍‌ଗେଟ୍‌ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍‌ରେ ଭୟାବହ ଅଗ୍ନିକାଣ୍ଡ…

ସାଇକେଲ ଆରୋହୀଙ୍କ ଉପରେ ଟ୍ରାକ୍ଟର ମାଡ଼ି ଯାଇ ବିଲ ଭିତରକୁ ଓଲଟିଲା, ଚାଲିଗଲା ଜଣଙ୍କ ଜୀବନ, ଆଉ ଜଣେ …

ପାଟଣା,୧୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ-ସୋରାସକେଳା ରାସ୍ତାର ମୂଷାଖୋରୀ ପାଣି ଟାଙ୍କି ନିକଟରେ ବୁଧବାର ପୂର୍ବାହ୍ନରେ ଟ୍ରାକ୍ଟର ୨ଜଣ ସାଇକେଲ ଆରୋହୀଙ୍କ ଉପରେ…

ପୌର ନିର୍ବାଚନରେ ଭାଜପାର ବଡ଼ ବିଜୟ: ବିନା ଭୋଟ୍‌ରେ ହାତେଇଲା ୭୭ ଆସନ

ନୂଆଦିଲ୍ଲୀ, ୧୧।୧୧: ତ୍ରିପୁରାରେ ନଭେମ୍ବର ୨୭ ତାରିଖରେ ହେବାକୁ ଥିବା ପୌର ନିର୍ବାଚନ (Urban Local Bodies Elections) ପୂର୍ବରୁ ଭାଜପାକୁ ବଡ଼ ସଫଳତା ମିଳିଛି। ବିନା…

ଭୟଙ୍କର ରେଳ ଦୁର୍ଘଟଣା: ଇଞ୍ଜିନ ସହ ୭ଟି ବଗି ଲାଇନଚ୍ୟୁତ, ଯାତ୍ରୀଙ୍କ ମଧ୍ୟରେ ଖେଳାଗଲା ଆତଙ୍କ

ଗୁଆହାଟୀ,୧୧।୧୧: ଆସାମର ଗୁଆହାଟୀ ନିକଟରେ ବୁଧବାର ସକାଳେ ଏକ ଭୟଙ୍କର ରେଳ ଦୁର୍ଘଟଣା ଘଟିଛି। ଡିଗାରୁ ଅଞ୍ଚଳରେ ସାଇରାଙ୍ଗ-କୋଲକାତା ଏକ୍ସପ୍ରେସ୍‌ର ଇଞ୍ଜିନ ସମେତ ୭ଟି ବଗି ଲାଇନଚ୍ୟୁତ…

ପୃଥିବୀର ମାଲିକ

ବିଶ୍ୱର ଅନ୍ୟତମ ପ୍ରମୁଖ ଟେକ୍‌ କମ୍ପାନୀ ତଥା ଏଆଇ ଆଧାରିତ ଅତ୍ୟାଧୁନିକ ଚିପ୍ସ ପ୍ରସ୍ତୁତ କରୁଥିବା ଆମେରିକାର ଏନ୍‌ଭିଡିଆ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ତଥା…

୨୦୨୭ ବିଶ୍ୱକପ ପରେ ବିରାଟଙ୍କ ଅବସର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ! କୋଚ୍‌ଙ୍କ ବଡ଼ ଖୁଲାସା, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୧୧।୧୧: ବିରାଟ କୋହଲି ଭାରତ ପାଇଁ ବର୍ତ୍ତମାନ କେବଳ ଦିନିକିଆ ଫର୍ମାଟ୍‌ରେ ଖେଳୁଛନ୍ତି। ସେ ୨୦୨୪ରେ ଟି-୨୦ ଅନ୍ତର୍ଜାତୀୟ ଏବଂ ୨୦୨୫ରେ ଟେଷ୍ଟ କ୍ରିକେଟରୁ ଅବସର…

୧୩ରେ ଲଘୁଚାପ, ବଢ଼ିବ ଶୀତ

ଭୁବନେଶ୍ୱର, ୧୧ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ବର୍ତ୍ତମାନ ଉତ୍ତରପ୍ରଦେଶର ଉତ୍ତର-ପଶ୍ଚିମଠାରୁ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲମ୍ବିଛି।…

୬୦ ରୁ ୮୦ ବିଲିୟନ ଡଲାର୍‌ର ସେଟ୍‌ଲମେଣ୍ଟ୍‌!: ଏନ୍‌ଭିଡିଆ CEO ଜେନ୍ସନ୍‌ ହୁଆଙ୍ଗଙ୍କ ସମ୍ଭାବ୍ୟ ଛାଡ଼ପତ୍ରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧: ବିଶ୍ୱର ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ‘ଏନ୍‌ଭିଡିଆ’ (NVIDIA) ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଜେନ୍ସନ୍‌ ହୁଆଙ୍ଗ ଏବଂ ତାଙ୍କ ପତ୍ନୀ ଲୋରି ହୁଆଙ୍ଗଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?