Posted inଜାତୀୟ

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି। ଲ୍ୟାଣ୍ଡ ସ୍କାମ ମାମଲାରେ ଗିରଫ ହେମନ୍ତ ସୋରେନ କହିଛନ୍ତି ଯେ ତାଙ୍କ ଦଳର ପ୍ରଚାର ପାଇଁ ନିର୍ବାଚନ ସମୟରେ ସେ ବାହାରକୁ ଆସିବା ଆବଶ୍ୟକ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ ୬ ରେ ହେବ।

ଏହି ମାମଲାର ଶୁଣାଣି ସମୟରେ ହେମନ୍ତ ସୋରେନ କହିଛନ୍ତି ଯେ ଗତ ୨ ମାସ ଧରି ଗିରଫଦାରୀ ବିରୋଧରେ ତାଙ୍କ ଆବେଦନ ଉପରେ ହାଇକୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ହାଇକୋର୍ଟ ଏହାର ନିଷ୍ପତ୍ତି ଦେବା ଉଚିତ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ ୬ରେ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ହେମନ୍ତ ସୋରେନ ଗିରଫ ହେବା ପରେ ଝାଡ଼ଖଣ୍ଡ ହାଇକୋର୍ଟରେ ଏକ ଆବେଦନ କରିଥିଲେ, ଫେବୃଆରୀ ୨୮ରେ ଶୁଣାଣି ଶେଷ କରିବା ପରେ କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଏସ ଚନ୍ଦ୍ରଶେଖର ଏବଂ ଜଷ୍ଟିସ ନବନୀତ କୁମାରଙ୍କ ବେଞ୍ଚ ଏହି ନିଷ୍ପତ୍ତି ସଂରକ୍ଷିତ ରଖିଛି, କିନ୍ତୁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri