Posted inଜାତୀୟ

୫ ଦିନିଆ ଇଡି ରିମାଣ୍ଡରେ ହେମନ୍ତ ସୋରେନ

ନୂଆଦିଲ୍ଲୀ,୨।୨: ଇଡିର ୫ ଦିନିଆ ରିମାଣ୍ଡରେ ଗଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। କେନ୍ଦ୍ରୀୟ ଅନୁସନ୍ଧାନକାରୀ ଏଜେନ୍ସି ଇଡି କୋର୍ଟରେ ୧୦ ଦିନ ରିମାଣ୍ଡରେ ନେବାକୁ ଦାବି କରିଥିଲା। ହେଲେ କୋର୍ଟ ଇଡିକୁ ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି।

ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦୀର୍ଘ ଦିନ ଧରି ପଚରାଉଚରା ପରେ ହେମନ୍ତ ସୋରେନଙ୍କୁ ବୁଧବାର ଇଡି ଗିରଫ କରିଥିଲା। ଏହି ସମୟରେ ସୋରେନ ରାଜ ଭବନରେ ଇଡି ହେପାଜତରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri