Posted inଜାତୀୟ

ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ରାଞ୍ଚି,୨୯।୭: ସୁପ୍ରିମକୋର୍ଟରୁ ଝଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ହେମନ୍ତ ସୋରେନଙ୍କ ଜାମିନ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ସୁପ୍ରିମକୋର୍ଟ ଇଡିଙ୍କ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ହେମନ୍ତ ସୋରେନଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ଆବେଦନକୁ ସର୍ବୋଚ୍ଚ ଅଦାଲତ ପ୍ରତ୍ୟାଖ୍ୟାନ କରିଛନ୍ତି।
ଝାଡ଼ଖଣ୍ଡ ହାଇକୋର୍ଟଙ୍କ ଜାମିନ ଆଦେଶ ବିରୋଧରେ ଇଡି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ସୁପ୍ରିମକୋର୍ଟ କହିଛନ୍ତି, ହାଇକୋର୍ଟଙ୍କ ଆଦେଶ ଏକ ଭଲ ନିଷ୍ପତ୍ତି। ଜଜ ଏକ ଯୁକ୍ତିଯୁକ୍ତ ରାୟ ଦେଇଛନ୍ତି। ଆମେ ଏଥିରେ ହସ୍ତକ୍ଷେପ କରିବାକୁ ଆଗ୍ରହୀ ନୁହଁ। ତେବେ ହାଇକୋର୍ଟଙ୍କ ମନ୍ତବ୍ୟର ଶୁଣାଣି ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ।
ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଯଥା ଜେଏମଏମ ନେତା ସୋରେନଙ୍କୁ ଜାନୁଆରୀ ୩୧ରେ ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ କରାଯାଇଥିଲା। ଗିରଫ ପୂର୍ବରୁ ମଧ୍ୟ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ହାଇକୋର୍ଟରୁ ଜାମିନ ପାଇବା ପରେ ସୋରେନ ଜୁଲାଇ ୪ରେ ପୁଣିଥରେ ସିଏମ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri