Posted inଜାତୀୟ

ହେମନ୍ତ-ତେଜସ୍ବୀ ଭେଟ: ମିଳିମିଶି ଭାଜପାକୁ ହଟାଇବା ଯୋଜନା …

ରାଞ୍ଚି,୧୧।୨ : ବିହାରର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳର ନେତା ତେଜସ୍ବୀ ଯାଦବ ଶନିବାର ରାଞ୍ଚିରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ହେମନ୍ତ ସୋରେନଙ୍କୁ ଭେଟିଛନ୍ତି। ପରେ ତେଜସ୍ବୀ ଯାଦବ ଏହି ସାକ୍ଷାତର ଫଟୋ ଟୁଇଟରରେ ଶେୟାର କରିଛନ୍ତି।

ସେ ଲେଖିଛନ୍ତି ଯେ ବିହାର-ଝାଡଖଣ୍ଡ ଭାଜପାକୁ ହଟାଇବା ପାଇଁ ଏକାଠି ହେବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ସପ୍ତାହରେ ହେମନ୍ତ ଭାଜପା ବିରୋଧରେ ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ ମିଥ୍ୟା ଅଭିଯୋଗ କରି ଭାଜପା ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବାକୁ ଷଡଯନ୍ତ୍ର କରୁଛି।

ତେଜସ୍ବୀ ଯାଦବ ଟୁଇଟ କରି କହିଛନ୍ତି, ଝାଡ଼ଖଣ୍ଡର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମ୍ମାନିତ ବଡ଼ ଭାଇ ହେମନ୍ତ ସୋରେନଙ୍କ ସହିତ ସାକ୍ଷାତ ସମୟରେ ଦେଶ ଏବଂ ରାଜ୍ୟ ସମ୍ବନ୍ଧୀୟ ବିଭିନ୍ନ ସାମାଜିକ, ରାଜନୈତିକ, ଅର୍ଥନୈତିକ ଏବଂ ସାମ୍ବିଧାନିକ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବିହାର ଏବଂ ଝାଡଖଣ୍ଡ ମିଳିତ ଭାବେ ଭାଜପାକୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ, କେରଳ, ଆସାମ ସମେତ ୫ ରାଜ୍ୟର ନିର୍ବାଚନ ପାଇଁ ହୋଇପାରେ ତାରିଖ ଘୋଷଣା

ନୂଆଦିଲ୍ଲୀ,୨୬ ।୨: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, ପୁଡୁଚେରୀ ଓ କେରଳ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା ହୋଇପାରେ । ନିର୍ବାଚନ କମିଶନଙ୍କ ଦ୍ୱାରା...

କରୋନା ମୁକାବିଲା: ଦେଶର ୫୩୧ ଜିଲାରେ ନାହିଁ ଟେଷ୍ଟିଂ ଲ୍ୟାବ୍‌

ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା କ୍ଷେତ୍ରରେ ନମୁନା ପରୀକ୍ଷା...

‘ୟୁଏପିଏରେ ଗିରଫ ଏକ ଚକ୍ରାନ୍ତ’

ନୂଆଦିଲ୍ଲୀ, ୨୪ା୮: ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଘଟଣାରେ ଷଡ଼ଯନ୍ତ୍ର କରାଯାଇ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ପୂର୍ବତନ ଛାତ୍ରନେତା ଉମର ଖଲିଦ୍‌ଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର...

ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…

ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା।...

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ...

ସିବିଏସ୍‌ଇ ବିଦ୍ୟାଳୟ ପରିସର ହେବ ‘କ୍ରୋଧ ମୁକ୍ତ ଅଞ୍ଚଳ’

ନୂଆଦିଲ୍ଲୀ,୨୮।୧୨: ଏଣିକି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ସମସ୍ତ ବିଦ୍ୟାଳୟ ପରିସର ‘କ୍ରୋଧ ମୁକ୍ତ ଅଞ୍ଚଳ’ରେ ପରିଣତ ହେବ। ବିଦ୍ୟାଳୟ ପରିସରରେ...

ଜାତୀୟ ପୁରସ୍କାର ବିଜେତା ଅଭିନେତାଙ୍କ ପରଲୋକ: କରୋନାରେ ଥିଲେ ଆକ୍ରାନ୍ତ

ଜାତୀୟ ପୁରସ୍କାର ପାଇଥିବା ଫିଲ୍ମ ‘କୋର୍ଟ’ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଲେଖକ, ଗାୟକ ତଥା ଅଭିନେତା ଭୀରା ସାଥିଦାରଙ୍କର ୬୧ ବର୍ଷରେ ପରଲୋକ ଘଟିଛି।...

ମା’ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ: ସୋମବାର ଦେବେ ଭୋଟ

ଅହମ୍ମଦାବାଦ,୪।୧୨: ଆସନ୍ତାକାଲି ଗୁଜରାଟରେ ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟଦାନର...

Advertisement
Archives

Model This Week