ବନ୍ୟାଜଳରେ ଭାସିଯାଇ ନିଖୋଜ ଥିଲେ ହେମନ୍ତ: ଉଦ୍ଧାର ହେଲା ମୃତଦେହ

ଧାମନଗର,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଖଡ଼ିପଦା ପଞ୍ଚାୟତ ଦକ୍ଷିଣ କୋରୁଆ ଗ୍ରାମର ହେମନ୍ତ ଜେନା ଶୁକ୍ରବାର ସନ୍ଧ୍ୟାରେ ବନ୍ୟାଜଳରେ ଭାସି ଯାଇ ନିଖୋଜ ଥିଲେ। ତେବେ ଶନିବାର ତାଙ୍କର ମୃତଦେହ ଉଦ୍ଧାର ହୋଇଛି।
ସୂଚନାଯୋଗ୍ୟ, ବନ୍ୟା ଜଳ ମାଡି ଅସୁଥିବାବେଳେ ହେମନ୍ତ ସେଥିରେ ନିଖୋଜ ହୋଇଗଲେ। ପରେ ଓଡ୍ରାଫଟିମ୍‌ ବହୁ ଖୋଜାଖୋଜି କରି ମଧ୍ୟ ତାଙ୍କୁ ପାଇବାରେ ବିଫଳ ହୋଇଥିଲା। ଶନିବାର ପୂର୍ବାହ୍ନରେ ଅଗ୍ନିଶମ ବିଭାଗ ଗାଁ ନିକଟରେ ଜଳରେ ଭାସୁଥିବା ଏକ ମୃତଦେହ ଉଦ୍ଧାର କରଥିଲେ। ପରେ ତାହା ହେମନ୍ତଙ୍କ ମୃତଦେହ ବୋଲି ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରଣାସ୍ତ୍ର ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ଘଟଣା: ୨ ଗିରଫ

ସୋରଡ଼ା,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ନୂଆଗଡ଼ ପଞ୍ଚାୟତ କେଶରା ଅଞ୍ଚଳରେ କାର୍ଯ୍ୟରତ ଏକ ଘରୋଇ ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଥିଲା। ଗତ ଫେବୃଆରୀ ୧୧ ତାରିଖରେ...

ମହିମା ସେତୁ ନାମରେ ନାମିତ ହେଲା ବ୍ରାହ୍ମଣୀ ଉପରେ ନିର୍ମିତ ସେତୁ

ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ...

ଛିଣ୍ଡା ପଲିଥିନ ତଳେ ଜୀବନ

ଭୋଗରାଇ, ୨୯।୯(ଡି.ଏନ.ଏ.)-ଦାରିଦ୍ର ସୀମାରେଖା ତଳେ ଥିବା ଗରିବ ଲୋକଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ପକ୍କାଗୃହ ପାଇଁ ସହାୟତା ପ୍ରଦାନ କରୁଛନ୍ତି। ହେଲେ ପ୍ରଶାସନ...

କଳାହାଣ୍ଡିରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୨୫।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଜିଲା ଓକିଲ ସଂଘ ବିଗତ ସାତ ବର୍ଷ ହେଲା ଆନ୍ଦୋଳନ ଚଳାଇଆସିଛି। ଏ ନେଇ ମଙ୍ଗଳବାର...

ବାହାର ଦେଶକୁ କରୁଥିଲେ ବଜ୍ରକାପ୍ତା ଚୋରାଚାଲାଣ: ବନ୍ଧା ହେଲେ ପ୍ରଧାନଶିକ୍ଷକ

ଖୁଣ୍ଟୁଣୀ,୧ା୭(ଡି.ଏନ୍‌.ଏ)-ଆଠଗଡ଼ ବନଖଣ୍ଡରେ ବଜ୍ରକାପ୍ତା ଚୋରାଚାଲାଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଖୁଣ୍ଟୁଣୀ ବନାଞ୍ଚଳ ପକ୍ଷରୁ ଗିରଫ କରାଯାଇ ବୁଧବାର କୋର୍ଟଚାଲାଣ କରାଯାଇଛି। ସେ ହେଲେ ବଡ଼ମ୍ବା ଥାନା...

ଅନ୍ତ ହେଉନାହିଁ ଜାଗା ବିବାଦ

ଢେଙ୍କାନାଳ ଅଫିସ, ୧୯।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୨ ନଭେମ୍ବର ୨୨ରେ ବିଶ୍ୱପ୍ରସିଦ୍ଧ ମହିମା ଗାଦିରେ ବିବାଦୀୟ ଉପାସନାସ୍ଥଳୀ ଉଚ୍ଛେଦ କରାଯାଇଥିଲା। ଏହାପରଠାରୁ କୌପୀନଧାରୀ ଏବଂ...

ବରୀ ବ୍ଲକ: ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟବିଭାଗ

ରତ୍ନଗିରି,୧୫।୫(ଡି.ଏନ୍‌.ଏ.)-ଯାଜପୁର ଜିଲା ସ୍ବାସ୍ଥ୍ୟ ବିଭାଗର ୨ଟି ଟିମ୍‌ ଶୁକ୍ରବାର ବରୀ ବ୍ଲକ ଗ୍ରସ୍ତରେ ଆସି ୨ଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ...

ଲକ୍ଷେ ଲୋକଙ୍କ ପାଇଁ ୫ ଡାକ୍ତର

କେନ୍ଦ୍ରାପଡ଼ା ଅଫିସ,୨୬ା୧୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା ପାଇଁ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ।...

Advertisement
Archives

Model This Week