ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପୂର୍ବ କାର୍ଯ୍ୟରତ ଉପଜିଲାପାଳ ସ୍ନେହା ଅରଗୁଲାଙ୍କୁ ପୁରୀ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଓ ଉନ୍ନୟନ ପ୍ରକଳ୍ପ ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି । ହେମସାଗର ଭୋଇ ୨୦୧୧ବ୍ୟାଚ୍ର ଓଏଏସ। ସେ ଏହା ପୂର୍ବରୁ କୁଚିଣ୍ଡା ଆଇଟିଡିଏର ପ୍ରୋଜେକ୍ଟ ଆଡିମିନି ଷ୍ଟେଟର୍ ଥିଲେ । ତା ପୂର୍ବରୁ ସେ କଳାହାଣ୍ଡି ଜିଲାର କଳମ ପୁର, ସୋନପୁର ଜିଲାର ଉଲୁଣ୍ଡା, ଝାରସୁଗୁଡା ଜିଲା ଲଖନପୁର ତହସିଲଦାର ଭାବେ ଦକ୍ଷତାର ସହିତ କାର୍ଯନିର୍ବାହ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ୱିତ ହେଲେ ଝାରବନ୍ଧ ଥାନା IIC

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରଗଡ଼ ଜିଲା ଝାରବନ୍ଧ ଥାନା IIC ସୁକ୍ରା ମାଢ଼ୀଙ୍କୁ କାର୍ଯ୍ୟରୁ ନିଲମ୍ୱିତ…

ଦିଲ୍ଲୀ ଯିବ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍‌

ଜୟପୁର,୧୪ା୫(ପବନ ପାଣିଗ୍ରାହୀ): ଛତିଶଗଡ଼ର ଜଗଦଲପୁରଠାରୁ ଦିଲ୍ଲୀକୁ ୨୧ ତାରିଖରେ ସ୍ୱତନ୍ତ୍ର ଗ୍ରୀଷ୍ମକାଳୀନ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବାକୁ ରେଳ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହି ଟ୍ରେନ…

ବରଗଛ ଭାଙ୍ଗି ରାସ୍ତା ଅବରୋଧ

କୋରାପୁଟ,୧୪ା୫(ଅମିତାଭ ବେହେରା): କୋରାପୁଟ ସହରର ୨୬ନଂ.ଜାତୀୟ ରାଜପଥ ପାର୍ଶ୍ୱ ତଥ କଳାନିକେତନ ଛକ ନିକଟରେ ଏକ ପୁରୁଣା ବରଗଛ ଭାଙ୍ଗି ପଡ଼ିବାରୁ ରାସ୍ତା ଅବରୋଧ ହୋଇଥିଲା। ହେଲେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ

ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର…

ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ…

ସପ୍ତମ ଶ୍ରେଣୀ ପାଠ୍ୟପୁସ୍ତକରେ ଶହିଦ ମାଧୋ ସିଂଙ୍କ ଭୁଲ ଇତିହାସ ସ୍ଥାନିତ: ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ…

ବଲାଙ୍ଗୀର,୧୪।୫ (ସୁନିଲ କୁମାର ମହାନ୍ତି): କୋସଲାଞ୍ଚଳର ମହାନ ସ୍ବାଧୀନତା ସଂଗ୍ରାମୀ ଶହିଦ ମାଧୋ ସିଂଙ୍କ ଜୀବନୀ ବିଷୟରେ ସ୍କୁଲ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟ ଦିଆଯାଇଥିବା ପ୍ରତିବାଦରେ…

ବୃଦ୍ଧଙ୍କ ମୃତଦେହ ପୋଖରୀରୁ ହେଲା ଉଦ୍ଧାର: ଗାଧୋଇବା ପାଇଁ ଯାଇ ହୋଇଯାଇଥିଲେ ନିଖୋଜ

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମ ପୋଖରୀରେ ବୁଡ଼ିଯାଇ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ଗୌତମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri