ସୁରଟରୁ ପ୍ରେମିକା ଆସି କବିସୂର୍ଯ୍ୟନଗର ଥାନାରେ: ୫ ବର୍ଷ ଧରି ଶାରୀରିକ ସମ୍ପର୍କ ରଖି…

କବିସୂର୍ଯ୍ୟନଗର,୧୮ା୭-ସୁରଟର ଜଣେ ଯୁବତୀଙ୍କ ସହିତ ପ୍ରେମ ପରେ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରି ଫେରାର୍‌ ହୋଇଗଲେ ପ୍ରେମିକ। ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବଡଆଗୁଳ ଗ୍ରାମର ଅରେନ୍ଦ୍ର କରଣ ସୁରଟର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ସେଠାରେ ଦୀର୍ଘ ୫ ବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ ଛାଡ଼ି ବଡ଼ଆଗୁଳ ଗ୍ରାମକୁ ଆସି ଅନ୍ୟତ୍ର ବିବାହ ଯୋଜନା ଚାଲିଥିଲା। ଖବର ପାଇ ପ୍ରେମିକା ସୁରଟରୁ ଶନିବାର ଆସି କବିସୂର୍ଯ୍ୟନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ. ୩୦୦/୨୧ରେ ମାମଲା ରୁଜୁ କରି ଯୁବତୀଙ୍କୁ କୋର୍ଟରେ ହାଜର କରାଇ ବ୍ରହ୍ମପୁର ସ୍ଥିତ ମହିଳା ସୁଧାର ଗୃହକୁ ପଠାଇ ଦେଇଛନ୍ତି। ଅଭିଯୁକ୍ତ ଯୁବତୀଙ୍କୁ କୋର୍ଟ ବିବାହ କରିବି କହି ତାଙ୍କଠାରୁ ଆଧାର କାର୍ଡ, ସାର୍ଟିଫିକେଟ ଆଦି ନେଇଯାଇଥିବା ଯୁବତୀ ଜଣକ ଏତଲାରେ ଦର୍ଶାଯାଇଛନ୍ତି। ପ୍ରେମିକ ଗିରଫ ଭୟରେ ଫେରାର ହୋଇଯାଇଛନ୍ତି। ସମସ୍ୟା ସମାଧାନ ନ ହେଲେ ପ୍ରେମିକର ଘର ଆଗରେ ଆତ୍ମହତ୍ୟା କରିବେ ବୋଲି ଯୁବତୀ ଜଣକ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri