୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା

ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ୱଶୁର ବୋହୂଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୋହୂ ସୁମିତ୍ରା ମାଣ୍ଡାଙ୍ଗି (୨୪) ରୋଷଇ ଘର କବାଟ ଖୋଲି ଚା’ କରିବାକୁ ଯିବା ସମୟରେ ପୂର୍ବରୁ ତଳେ ପଡ଼ିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ୮ ମାସର ଗର୍ଭବତୀ ବୋହୂକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର ଦହନି ମାଡାଙ୍ଗି (୬୫) ମଧ୍ୟ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କାରି ଉଭୟଙ୍କୁ ବିଷମ କଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪,...

ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍‌ ଟ୍ରେନ୍‌

ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍‌ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ...

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ...

ଦୁଇ ଦିନ ଧରି ଲାଗି ରହିଛି ଉତ୍ତେଜନା: ମଦ ଦୋକାନ ଜାଳିଦେଲେ ଲୋକେ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ବୁଧବାର ଓ ଗୁରୁବାର ଉତ୍ତ୍ୟକ୍ତ ଲୋକେ ଏ.ବରିଡ଼ା, କୁଶପଲ୍ଲୀରେ ମଦଭାଟି...

ରାଜ୍ୟ ଭିତରେ ଚାଲିବ ୫ ସ୍ପେଶାଲ ଟ୍ରେନ୍‌: ଜୁନ୍‌ ୮ରୁ ୩୦ ଯାଏ କରିପାରିବେ ଯାତ୍ରା

ଭୁବାନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟ ଭିତରେ ଚାଲିବ ୫ଟି ସ୍ପେଶାଲ ଟ୍ରେନ୍‌। ଜୁନ୍‌ ୮ରୁ ଜୁନ୍‌ ୩୦ ଯାଏ ଏହି ଟ୍ରେନ୍‌ ଚଳାଚଳ କରିବ। ଏନେଇ ପୂର୍ବତଟ ରେଲଓ୍ବେ...

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା...

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ: ଅବସର ନେଲେ ୭ ଦିନର ଅଧ୍ୟକ୍ଷା

ଖୋର୍ଦ୍ଧା ଅଫିସ,୨ା୧: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ୭ଦିନ ଲାଗି ଅଧ୍ୟକ୍ଷା ଭାବେ ଯୋଗଦେଇଥିବା ଡ.ବିଶ୍ୱମୋହିନୀ ମଙ୍ଗରାଜ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ...

ଟ୍ରାଫିକ ବ୍ୟବସ୍ଥା ସୁଧାର ନେଇ ଜିଲାପାଳଙ୍କ ବୈଠକ

ଯୋଡା,୯।୮(ଡି.ଏନ୍‌.ଏ.): ଯୋଡା ପୌରପାଳିକା ସଭାଗୃହରେ ଜିଲାପାଳ ଆଶିଷ ଠାକ୍‌ରେ ଓ ଚମ୍ପୁଆ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।...

Advertisement
Archives

Model This Week