ବିବାହ ପୂର୍ବରୁ ଏହି ୫ କଥା ପ୍ରତି ଧ୍ୟାନ ଦିଅନ୍ତୁ

ବିବାହ ସବୁ ଝିଅଙ୍କ ଜୀବନର ଏକ ବିଶେଷ ମୁହୂର୍ତ୍ତ। ଏହି ସମୟକୁ ସେମାନେ ଅପେକ୍ଷା କରି ରହିଥାନ୍ତି। ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ସ୍ତ୍ରୀ ମୀରା ରାଜପୁତଙ୍କ କ୍ଷେତ୍ରରେ ଘଟିଥିଲା ଏକ ଅଜବ ସଂଯୋଗ। ମୀରା ମାତ୍ର ୭ ଘଣ୍ଟାର ସାକ୍ଷାତ ପରେ ଶାହିଦଙ୍କୁ ବିବାହ କରିବାର ନିଷ୍ପତ୍ତି ନେଇଥିଲେ। ଏବେ ସେ ଶାହିଦଙ୍କ ସହ ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି।
ତେବେ ମୀରା ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ମଜାଳିଆ ପୋଷ୍ଟ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ଆପଣ ଯେଉଁଠାରେ ବିବାହ କରିବାକୁ ଯାଉଛନ୍ତି, ସେ ଘର ଆପଣଙ୍କ ପାଇଁ କେତେ ସୁରକ୍ଷିତ ତାହା ଉପରେ ନିଶ୍ଚୟ ବିଚାର କରନ୍ତୁ। ତାଙ୍କ ହିସାବରେ ବିବାହ ପୂର୍ବରୁ ୫ଟି କଥା ପ୍ରତି ବିଶେଷ ଧ୍ୟାନ ହେବା ଉଚିତ୍‌। ଜାଣିବା ସେ ବିଷୟରେ…
୧. ବିବାହ ପୂର୍ବରୁ ଭାବି ସ୍ବାମୀଙ୍କ ସହ କଥା ହେବା ଆବଶ୍ୟକ। ତେବେ ଏହି ସମୟରେ ସେମାନଙ୍କ ପୂର୍ବତନ ପ୍ରେମିକା ବିଷୟରେ ପ୍ରଶ୍ନ କରିବା ଅନୁଚିତ। କାରଣ ଏପରି କଲେ ସୁଖୀ ଦାମ୍ପତ୍ୟ ଜୀବନ ଆରମ୍ଭ ହେବା ପୂର୍ବରୁ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଯିବ।
୨. ନିର୍ବଦ୍ଧରୁ ବିବାହ ପର୍ଯ୍ୟନ୍ତ ସମୟ ସବୁଠାରୁ ସ୍ବତନ୍ତ୍ର। ଏହି ସମୟରେ ଭାବି ସ୍ବାମୀଙ୍କଠାରୁ କିଛି ଡିମାଣ୍ଡ କରିବା ଉଚିତ ନୁହେଁ।
୩. ବିବାହ ପୂର୍ବରୁ ପୁଅ ଓ ଝିଅ ଘର ମଧ୍ୟରେ ସବୁବେଳେ ଯିବାଆସିବା ଲାଗି ରହିଥାଏ। ତେଣୁ ଏହି ସମୟରେ ଶାଶୁଘର ଲୋକଙ୍କ ପ୍ରକୃତି ବିଷୟରେ ବୁଝିବାକୁ ଚେଷ୍ଟା କରନ୍ତୁ। ସେମାନଙ୍କ ପସନ୍ଦ, ନାପସନ୍ଦକୁ ଜାଣନ୍ତୁ।
୪. ପୁଅକୁ ବୁଝିବା ପାଇଁ ବିବାହ ପୂର୍ବରୁ ଏକ କାଜୁଆଲ ସାକ୍ଷାତକାର ରଖନ୍ତୁ।
୫. ସର୍ବପ୍ରଥମେ ପୁଅର ଭଉଣୀ ସହ ଭଲ ସମ୍ପର୍କ ରଖିବା ଆବଶ୍ୟକ। କାରଣ ନଣଦ-ଭାଉଜ ସମ୍ପର୍କ ଭଲ ରହିଲେ ପରିବାରରେ ସମସ୍ତଙ୍କ ସହ ଭଲ ସମ୍ପର୍କ ରହିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?