ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି।

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ ଏବଂ ନବରଙ୍ଗପୁର। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri