Posted inଫୁରସତ

ଏଠାରେ ରହିଛି ଦୁନିଆର ସବୁଠୁ ଉଚ୍ଚତମ ଏଟିଏମ୍‌, ଜାଣନ୍ତୁ ଉଚ୍ଚତା…

ଦୁନିଆରେ ଏମିତି କିଛି ଦେଶ ଅଛି, ଯିଏ କି ନିଜର ସ୍ବତନ୍ତ୍ରତା ପାଇଁ ବେଶ୍‌ ପରିଚିତ। ଏମିତି ଏକ ଦେଶ ହେଉଛି ପାକିସ୍ତାନ। ଯେତେବେଳେ ପାକିସ୍ତାନ ବିଷୟରେ କୁହାଯାଏ, ସେତେବେଳେ ସେଠାରେ ଚାଲିଥିବା ରାଜନୈତିକ ଅସ୍ଥିରତା ଏବଂ ଆତଙ୍କବାଦୀ ଘଟଣା ଆମ ମନକୁ ଆସେ। କିନ୍ତୁ ଆଜି ଆମେ ଏହି କୁଖ୍ୟାତ ଦେଶ ବିଷୟରେ ଏକ ବିଶେଷ କଥା କହିବାକୁ ଯାଉଛୁ, ଯେଉଁଥିପାଇଁ ପାକିସ୍ତାନ ପ୍ରସିଦ୍ଧ।

News18hindi

ଆପଣ ଜାଣନ୍ତି କି ଦୁନିଆର ସବୁଠାରୁ ଉଚ୍ଚ ଏଟିଏମ୍‌ କେଉଁଠାରେ ସ୍ଥାପିତ ହୋଇଛି? ଦୀର୍ଘତମ ଆମ୍ବୁଲାନ୍ସ ନେଟ୍‌ୱାର୍କ କେଉଁଠାରେ ଅଛି? ସମଗ୍ର ବିଶ୍ୱରେ ଫୁଟବଲ କେଉଁଠାରେ ଖେଳାଯାଏ? ଏସବୁର ଉତ୍ତର କେବଳ ପାକିସ୍ତାନ ପାଇବ।

News18hindi
ବିଶ୍ୱର ଉଚ୍ଚତମ ଏଟିଏମ୍‌ କେବଳ ପାକିସ୍ତାନରେ ରହିଛି। ଚାଇନା-ପାକିସ୍ତାନ ସୀମାରେ ୧୫,୩୯୬ ଫୁଟ ଉଚ୍ଚରେ ଅବସ୍ଥିତ ଖୁଞ୍ଜରାବ ପାସ୍‌ ଉପରେ ଏହା ସ୍ଥାପନ କରାଯାଇଛି। ଏହି ଅଞ୍ଚଳ ଗିଲ୍‌ଗଟ୍‌-ବାଲ୍‌ଟିସ୍ତାନରେ ପଡ଼େ ଏବଂ ସବୁବେଳେ ବରଫ ଆଚ୍ଛାଦିତ ପର୍ବତ ଦ୍ୱାରା ଘେରି ରହିଥାଏ। ଏତେ ଉଚ୍ଚତାରେ ଥିବାରୁ ଏହା ଗିନିଜ ବୁକ୍‌ ଅଫ ଓ୍ବାଲର୍‌ଡ ରେକର୍ଡରେ ମଧ୍ୟ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri