Posted inଫୁରସତ

ଏଠାରେ ମଦ ପିଇଲେ ମିଳିବ ଫାଶୀ

ଦୁନିଆରେ ଅନେକ ଦେଶ ଅଛି, ଯେଉଁଠାରେ ମଦ୍ୟପାନ କରିବା ନିଷେଧ। ଅନେକ ଦେଶରେ ଏହା ଉପରେ କଡା ପ୍ରତିବନ୍ଧକ ରହିଛି। କିନ୍ତୁ ଆଜି ଆମେ ଆପଣଙ୍କୁ ଏପରି ଏକ ଦେଶ ବିଷୟରେ କହିବାକୁ ଯାଉଛୁ ଯେଉଁଠାରେ ମଦ୍ୟପାନ କଲେ ମୃତ୍ୟୁଦଣ୍ଡର ବ୍ୟବସ୍ଥା ରହିଛି। ଯଦି କେହି ଏହାକୁ ବିକ୍ରୟ କରୁଥିବା ଦେଖିବାକୁ ମିଳେ, ତାଙ୍କୁ ସର୍ବସାଧାରଣରେ ଦଣ୍ଡିତ କରାଯାଏ।
ଆମେ ଭାରତର ପଡୋଶୀ ଦେଶମାନଙ୍କ ମଧ୍ୟରୁ ଇରାନ ବିଷୟରେ କହୁଛୁ। ମଦ୍ୟପାନ ସମ୍ବନ୍ଧରେ ଏଠାରେ ଏକ କଠୋର ନିୟମ ଅଛି। ମଦ ଉତ୍ପାଦନ, ବିକ୍ରୟ, ରଖିବା ଏବଂ ବ୍ୟବହାର କରିବା ଏଠାରେ ଆଇନଗତ ଅବରାଧ। ଯଦି ଜଣେ ମଦ ପିଇବା କିମ୍ବା ମଦ ନେବାରେ ଧରାପଡିଛନ୍ତି, ତେବେ ତାଙ୍କୁ ଚାବୁକ ମାଡ, ଜୋରିମନା କିମ୍ବା ଜେଲ ପରି ଦଣ୍ଡର ସମ୍ମୁଖୀନ ହେବାକୁ ପଡ଼ିବ। ଏଠାରେ ମଦ ପିଇବାର କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ। ତେଣୁ ବୟସ କେତେ ହେଉନା କାହିଁକି, ଯଦି ଜଣେ ଏହିସବୁ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିବ, ତେବେ ତାଙ୍କୁ ତୁରନ୍ତ ଗିରଫ କରାଯିବ। ଯଦି ଜଣେ ବ୍ୟକ୍ତି ବାରମ୍ବାର ସମାନ ମାମଲାରେ ଧରାଯାଏ, ତେବେ ତାଙ୍କୁ ଫାଶୀ ଦିଆଯାଇପାରେ। ଏଠାରେ କୌଣସି ମଦ ଦୋକାନ, ନାଇଟ କ୍ଲବ କିମ୍ବା ବାର୍‌ ମିଳିବ ନାହିଁ। ଅନ୍ୟ ଦେଶରୁ ଯାଉଥିବା ବ୍ୟକ୍ତି ମଧ୍ୟ ମଦ୍ୟପାନ କରିପାରିବେ ନାହିଁ। କାରଣ ମଦ୍ୟପାନ କରିବା ବେଆଇନ ଅଟେ। ବିମାନ ବନ୍ଦରରେ ଏକ୍ସ-ରେ ସହିତ ଲଗେଜ ସ୍କ୍ରିନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri