Posted inଖେଳ

ଗୋଟିଏ ଉଇକେଟ ନେଇ ଇତିହାସ ରଚିଲେ ଅଶ୍ୱିନ

ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ତଥା ନ୍ୟୁ ଇୟର ଟେଷ୍ଟରେ କେବଳ ଗୋଟିଏ ଉଇକେଟ ନେଇ ଇତିହାସ ରଚିଛନ୍ତି ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍‌ର ତୃତୀୟ ଦିନ ଅଶ୍ୱିନଙ୍କ ବଲରେ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ ପିଟରସନ। ଓ୍ବାଣ୍ଡରର୍ସ ଗ୍ରାଉଣ୍ଡରେ ୧୫ ବର୍ଷ ପରେ ସେ ପ୍ରଥମ ଭାରତୀୟ ସ୍ପିନର ଭାବେ ଉଇକେଟ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ଏହି ଗ୍ରାଉଣ୍ଡରେ ଅନ୍ତିମ ଭାରତୀୟ ସ୍ପିନର ଭାବେ ଉଇକେଟ ନେଇଥିଲେ ଅନୀଲ କୁମ୍ବଲେ। ୨୦୦୬/୦୭ରେ ଖେଳାଯାଇଥିବା ମ୍ୟାଚ୍‌ର ପ୍ରଥମ ଇନିଂସରେ ୨ ଓ ଦ୍ୱିତୀୟ ପାଳିରେ ୩ ଉଇକେଟ ନେଇଥିଲେ ପୂର୍ବତନ ଭାରତୀୟ ଅଧିନାୟକ। ଟିମ୍‌ ଇଣ୍ଡିଆ ଉକ୍ତ ମ୍ୟାଚ୍‌ ଜିତିଥିଲା। ହେଲେ ପରବର୍ତ୍ତୀ ଦୁଇ ମ୍ୟାଚ୍‌ରେ ପରାସ୍ତ ହେବାରୁ ସିରିଜ୍‌ ହାତଛଡ଼ା କରିଥିଲା ଭାରତ।

ସେହି ମ୍ୟାଚ୍‌ ପରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଓ୍ବାଣ୍ଡରର୍ସ ଗ୍ରାଉଣ୍ଡରେ ଦୁଇଟି (୨୦୧୩ ଓ ୨୦୧୮) ମ୍ୟାଚ୍‌ ଖେଳାଯାଇଥିଲା। ଉଭୟ ମ୍ୟାଚ୍‌ରେ କୌଣସି ଭାରତୀୟ ସ୍ପିନର ଉଇକେଟ ହାତେଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri