ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮
ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବାଇକ୍‌ର ବଜାର ପ୍ରବେଶ ହୋଇଛି। ସୋମ୍‌ ଅଟୋର ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ ସିଂହଦେଓ ପ୍ରଦୀପ ପ୍ରଜ୍ୱଳନ କରି ଏହାର ଶୁଭାରମ୍ଭ କରିଥିଲେ। ନୂଆ ଲୁକ୍‌, ଅତ୍ୟାଧୁନିକ ଇଞ୍ଜିନ ସହିତ ଆସିଥିବା ଏହି ବହୁ ପ୍ରତୀକ୍ଷିତ ମଡେଲ ସମସ୍ତ ଶ୍ରେଣୀର ଗ୍ରାହକଙ୍କୁ ଆକୃଷ୍ଟ କରିବ ବୋଲି ସ୍ବତ୍ୱାଧିକାରୀ ସିଂହଦେଓ କହିଥିଲେ। ଗାଡିର ବୈଶିଷ୍ଟ୍ୟ ଓ ଉପାଦେୟତା ବିଷୟରେ ଶୋ’ରୁମ ମ୍ୟାନେଜର ଚନ୍ଦନ ନନ୍ଦ ସୂଚନା ଦେଇଥିଲେ। ଏହି ଅବସରରେ କମ୍ପାନୀର ସିନିୟର ମ୍ୟାନେଜର, ଟେରିଟୋରି ସେଲ୍ସ ମ୍ୟାନେଜରଙ୍କ ସମେତ ଶୋ’ରୁମ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର

ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର...

ନାମାଙ୍କନ ଦାଖଲ ବେଳେ ସାମ୍ନାକୁ ଆସିଲା ବଡ଼ ସତ୍ୟତା, ବର୍ଷାଙ୍କର ରହିଛି ୮ ନାଁ

ଭୁବନେଶ୍ୱର,୧୧।୫: ବଡ଼ଚଣା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶୁକ୍ରବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବର୍ଷା ଦାଖଲ କରିଥିବା ସତ୍ୟପାଠ...

ଇନ୍‌ଷ୍ଟାଗ୍ରାମ୍‌ରେ ପାଣ୍ଡିଆନ୍‌

ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମ୍‌ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ...

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର...

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ...

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri