Posted inଖେଳ

ଲିଗ୍‌ ଷ୍ଟେଜ୍‌ରେ ହିରୋ, ନକ୍‌ଆଉଟ୍‌ରେ ଜିରୋ: ହାଇଦ୍ରାବାଦ୍‌କୁ ଧୋକା ଦେଲେ ଏହି ଖେଳାଳି

ଚେନ୍ନାଇ,୨୬।୫: ଆଇପିଏଲ୍‌ ୨୦୨୪ର ଫାଇନାଲରେ ଟ୍ରାଭିସ ହେଡ ଏକ ଗୋଲଡେନ୍‌ ଡକ (ପ୍ରଥମ ବଲରେ ଆଉଟ)ରେ ଆଉଟ ହୋଇଥିଲେ। ଫାଇନାଲ ମ୍ୟାଚ୍‌ରେ ହାଇଦ୍ରାବାଦର ଷ୍ଟାର ଓପନର୍‌ କୋଲକାତାର ଦ୍ରୁତ ବୋଲର ବୈଭବ ଆରୋରାଙ୍କ ଶିକାର ହୋଇଥିଲେ। ଲିଗ ପର୍ଯ୍ୟାୟରେ ଚମତ୍କାର ବ୍ୟାଟିଂ କରିଥିବା ଟ୍ରାଭିସ ହେଡଙ୍କ ଠାରୁ ହାଇଦ୍ରାବାଦ ଦଳ ବହୁତ ଆଶା କରିଥିଲା, କିନ୍ତୁ ସେ ଏହାକୁ ପୂରଣ କରିପାରି ନ ଥିଲେ। ଲିଗ ପର୍ଯ୍ୟାୟର ହିରୋ ଥିବା ଟ୍ରେଭିଡ ହେଡ ଟୁର୍ନାମେଣ୍ଟର ପ୍ଲେ ଅଫ/ନକଆଉଟ ମ୍ୟାଚରେ ସମ୍ପୂର୍ଣ୍ଣ ଫ୍ଲପ ହୋଇଥିବା ଜଣାପଡିଛି।
ଟୁର୍ଣ୍ଣାମେଣ୍ଟର ପ୍ରଥମ ଯୋଗ୍ୟତା ମ୍ୟାଚ୍‌ରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା। କେକେଆର ବିପକ୍ଷ ଏହି ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ହେଡ ଖାତା ନ ଖୋଲି ଦ୍ୱିତୀୟ ବଲରେ ଆଉଟ ହୋଇଥିଲେ। ବର୍ତ୍ତମାନ ଫାଇନାଲରେ ମଧ୍ୟ କେକେଆର୍‌ ବିପକ୍ଷରେ ହେଡ ଆଉଟ୍‌ ହୋଇଛନ୍ତି। ଟାଇଟଲ ମ୍ୟାଚରେ ହେଡ ପ୍ରଥମ ବଲରେ ବୋଲିଂ ହେବା ପରେ ପ୍ୟାଭିଲିୟନକୁ ଫେରିଥିଲେ।
ସୂଚନାଯୋଗ୍ୟ ଯେ, ଆଇପିଏଲ ୨୦୨୪ର ୧୫ଟି ମ୍ୟାଚରେ ହାରାହାରି ୪୦.୫୦ ଏବଂ ଷ୍ଟ୍ରାଇକ ରେଟ ୧୯୧.୫୫ରେ ହେଡ ୫୬୭ ରନ ସ୍କୋର କରିଥିଲେ। ଏହି ଅବଧିରେ ସେ ଗୋଟିଏ ଶତକ ଏବଂ ୪ ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri