ପାର୍ବଣରେ ହିରୋ ମୋଟୋକର୍ପର ‘ହିରୋ ଗିଫ୍ଟ’

ନୂଆଦିଲ୍ଲୀ,୨୮।୯: ଚଳିତ ବର୍ଷର ପାର୍ବଣ ଅବସରରେ ହିରୋ ମୋଟୋକର୍ପ ପକ୍ଷରୁ ‘ହିରୋ ଗିଫ୍ଟ’ ଗ୍ରାଣ୍ଡ ଇଣ୍ଡିଆନ ଫେଷ୍ଟିଭାଲ ଅଫ୍‌ ଟ୍ରଷ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଅନ୍ତର୍ଗତ ରୋମାଞ୍ଚକର ମଡେଲ ସତେଜତା, ଖୁଚୁରା ଲାଭ, ବହୁ ଆର୍ଥିକ ଯୋଜନା, ପ୍ରି-ବୁକିଂ ଅଫର ସମେତ ବହୁ ସୁବିଧା ଗ୍ରାହକଙ୍କୁ ଯୋଗାଇ ଦିଆଯିବ। ସେହିଭଳି ହିରୋ ଗିଫ୍ଟ କାର୍ଯ୍ୟକ୍ରମ ଏକ ବିଶ୍ୱାସନୀୟତା ଅନୁଭୂତି ଯାହା ହିରୋ ବ୍ରାଣ୍ଡ୍‌ ଗ୍ରାହକଙ୍କ ମଧ୍ୟରେ ସୃଷ୍ଟି କରିପାରିଛି। ଚଳିତ ବର୍ଷର ଏହି ମେଗା ଅଭିଯାନର ବିଷୟବସ୍ତୁ ହେଉଛି ‘ଇଣ୍ଡିଆ ଲେଟସ୍‌ ସେଲିବ୍ରେଟ୍‌, ଫିର୍‌ ସେ ଦିଲ୍‌ ସେ’, ଯାହା ଉତ୍ସାହକୁ ପ୍ରତିଫଳିତ କରିଥାଏ; ଯେଉଁଥିରେ ଦେଶର ନାଗରିକମାନେ ୨ବର୍ଷର ବ୍ୟବଧାନ ପରେ ସାଧାରଣ ପାର୍ବଣ ଋତୁ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି।
ଏ ସମ୍ପର୍କରେ ହିରୋ ମୋଟୋକର୍ପର ମୁଖ୍ୟ ଅଭିବୃଦ୍ଧି ଅଧିକାରୀ ରଞ୍ଜୀବଜିତ ସିଂ କହିଛନ୍ତି, ୧୦୦ ମିଲିୟନରୁ ଅଧିକ ଗ୍ରାହକଙ୍କ ବ୍ୟକ୍ତିଗତ ଗତିଶୀଳତାର ସେବା କରି ହିରୋ ମୋଟୋକର୍ପ ଭାରତୀୟ ପରିବାରର ଜଣେ ବିଶ୍ୱସ୍ତ ସଦସ୍ୟ ଭାବେ ପରିଗଣିତ ହୋଇଛି। ଆମେ ଆଶା କରୁଛୁ ଯେ ହିରୋ ଗିଫ୍ଟ ଗ୍ରାହକଙ୍କ ମନୋବଳକୁ ଏକ ବଡ଼ ଉତ୍ସାହ ଯୋଗାଇବ। ଏହାଦ୍ୱାରା ଆନନ୍ଦ ସହ ଉତ୍ସାହର ଅନୁଭୂତି ସୃଷ୍ଟି ହେବ। ଫଳରେ ଏହା ରୋମାଞ୍ଚକର ନୂତନ ଲାଭ ସହ ଗ୍ରାହକଙ୍କ ବିଶ୍ୱାସକୁ ପୁନଃ ପ୍ରମାଣିତ କରିବାକୁ ସକ୍ଷମ ହେବ। ଏହା ସେମାନଙ୍କୁ ଆଇକନିକ ହିରୋ ଉପତ୍ାଦ ସହିତ ଆସୁଥିବା ପ୍ରେମ ଏବଂ ସୁଖକୁ ଘରକୁ ନେବାକୁ ଆକର୍ଷିତ କରିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri