ହିରୋ ମୋଟୋକର୍ପର ପାର୍ବଣ ଅଭିଯାନ

ନୂଆଦିଲ୍ଲୀ,୧୧।୧୦: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହିରୋ ମୋଟୋକର୍ପର ପାର୍ବଣ ଅଭିଯାନ ‘ଶୁଭ ମୁହୁରତ୍‌ ଆୟା, ହିରୋ ସାଥ୍‌ ଲାୟା’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ହିରୋ ମୋଟୋକର୍ପର ତୃତୀୟ ସଂସ୍କରଣକୁ ଉଜ୍ଜୀବିତ କରିବାକୁ ଯାଇ ବ୍ରାଣ୍ଡ୍‌ ପକ୍ଷରୁ ଗ୍ରାଣ୍ଡ ଇଣ୍ଡିଆନ ଫେଷ୍ଟିଭାଲ ଅଫ୍‌ ଟ୍ରଷ୍ଟ (ଜିଆଇଏଫ୍‌ଟି)ର ଆକର୍ଷଣୀୟ ସୁଯୋଗକୁ ଗ୍ରାହକମାନଙ୍କ ମଧ୍ୟରେ ପ୍ରତିଫଳିତ କରାଇଛି।
ସେହିଭଳି ଶିଳ୍ପ ଜଗତରେ ପ୍ରଥମ ଥର ପାଇଁ ହିରୋ ମୋଟୋକର୍ପ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ଭଳି ଏକ ଜେନ୍‌-ଏଆଇ ଅଭିଯାନ ‘ଶୁଭ ମୁହୁରତ୍‌ ସାଥୀ’ର ଉପସ୍ଥାପନ କରିଛି,ଯାହାର ବିଶେଷତ୍ୱ ମଧ୍ୟରେ ଦିବେନ୍ଦୁ ଶର୍ମା ତଥା ହଂସିକା ମୋଟ୍‌ୱାନିଙ୍କ ଭଳି ଯୁବ ଆଇକନ ତଥା କଳାକାର ସାମିଲ ରହିଛନ୍ତି।
କମ୍ପାନୀ ଅନେକ ଆକର୍ଷଣୀୟ ଉତ୍ସବ ରିହାତି ପ୍ରଦାନ କରୁଛି। ଏହା ମଧ୍ୟରେ ହିରୋ ମୋଟୋକର୍ପର ପ୍ରିମିୟା ଆଉଟଲେଟରୁ ବିଶେଷ ବିନିମୟ ସୁବିଧା ସାମିଲ ରହିଛି। ଏପରିକି ୪.୯୯% ସର୍ବନିମ୍ନ ସୁଧ ହାର ଏବଂ ୧୯୯୯ ଟଙ୍କାରୁ କମ୍‌ ଡାଉନ ପେମେଣ୍ଟ ଭଳି ରିହାତି ଅଫର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri