Posted inଜାତୀୟ

୩୬୨ କୋଟିର ହେରୋଇନ୍‌ ଜବତ

ମୁମ୍ବାଇ,୧୬।୭: ମୁମ୍ବାଇ ପୋଲିସ ନଭି ମୁମ୍ବାଇ ବନ୍ଦରରୁ ୩୬୨ କୋଟି ଟଙ୍କାର ମୂଲ୍ୟ ହେରୋଇନ ଜବତ କରିଛି। ଯାଞ୍ଚ ବେଳେ ୧୬୮ଟି ପ୍ୟାକେଟରେ ୭୩.୦୫ କେ.ଜି ହେରୋଇନ୍‌ ମିଳିଥିଲା। ଅନ୍ୟପକ୍ଷେ ଜାହାଜଟି ହାଭା ଶେଭା ପୋର୍ଟରୁ ନଭି ମୁମ୍ବାଇ ବନ୍ଦରରେ ପହଞ୍ଚିଥିଲା। ହେଲେ ଜାହାଜର ଏକ କଣ୍ଟେନରେ ନିଶାଦ୍ରବ୍ୟ ଥିବା ମୁମ୍ବାଇ ପୋଲିସକୁ ଖବର ମିଳିଥିଲା। ଯାଞ୍ଚ ବେଳେ ପୋଲିସ ହେରୋଇନ୍‌ ଜବତ କରିବା ସହ ଏହା ପଞ୍ଜାବକୁ ଯାଉଥିବା ମୁମ୍ବାଇ ପୋଲିସ କହିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କ ଜନସଂଖ୍ୟା ନୀତି ପରେ ଆପତ୍ତି ଉଠାଇଲା ଭିଏଚ୍‌ପି

ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶ ସରକାରଙ୍କ ଦ୍ୱାରା ଅଣାଯାଇଥିବା ନୂଆ ଜନସଂଖ୍ୟା ନୀତି ଉପରେ ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ପ୍ରଶ୍ନ ଉଠାଇଛି। ବିଶ୍ୱ ହିନ୍ଦୁ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ...

ରାହୁଲଙ୍କ ସୁରକ୍ଷାକୁ ନେଇ ବିବାଦ, ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇପାରନ୍ତି ମେହେବୁବା, ପ୍ରିୟଙ୍କା

ଜମ୍ମୁ-କଶ୍ମୀର,୨୮ ।୧: ଏବେ ଜମ୍ମୁ-କଶ୍ମୀରରେ ଚାଲିଛି କଂଗ୍ରେସର ଭାରତ ଯୋଡୋ ଯାତ୍ରା । ଶନିବାର ଏହି ଯାତ୍ରାରେ ପ୍ରିୟଙ୍କା ଗାନ୍ଧୀ ଯୋଗ ଦେଇ ପାରନ୍ତି ବୋଲି...

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି...

ଭାକ୍ସିନ ନ ନେଲେ ସେଲୁନ-ପାର୍ଲର ମନା

ଭୋପାଳ,୨୮।୬: କରୋନା ଟିକା ନ ନେଲେ କଟାଯିବନି କେଶ କି ହେବ ନାହିଁ ସେଭିଂ। କିଛି ଏଭଳି ଚେତାବନୀ ଦେଇଛନ୍ତି ମଧ୍ୟପ୍ରଦେଶର ସେଲୁନ ପରିଚାଳକ। ଯୁବପୀଢ଼ି...

ମହାରାଷ୍ଟ୍ରରେ ଭାଜପା ଖେଳ ଶେଷ:ପରାଜୟ ପୂର୍ବରୁ ପଳାୟନ

ନୂଆଦିଲ୍ଲୀ/ମୁମ୍ବାଇ,୨୭-୧୧:ମହାରାଷ୍ଟ୍ରରେ କ୍ଷମତା ଦଖଲ ପାଇଁ ଚାଲିଥିବା ଭାଜପାର ସଂଖ୍ୟାଖେଳ ଶେଷ ହୋଇଯାଇଛି। ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ଆସ୍ଥାଭୋଟର ସମ୍ମୁଖୀନ ହୋଇ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା...

ପ୍ରବଳ ବର୍ଷାରେ ବୁଡ଼ିଲା ରେଳ ଲାଇନ୍‌: ମହାଲକ୍ଷ୍ମୀ ଏକ୍ସପ୍ରେସ୍‌ର ଯାତ୍ରୀ ଜଳବନ୍ଦୀ

ମୁମ୍ବାଇ,୨୭।୭: ମହାରାଷ୍ଟ୍ରରେ ପୁଣି ଦେଖାଦେଇଛି ବନ୍ୟା ବିତ୍ପାତ। ପ୍ରବଳ ବର୍ଷା ଯୋଗୁ ବନ୍ୟା ଜଳ ରେଳ ଲାଇନ୍‌ ଉପରେ ପ୍ରବାହିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି...

୮ ବର୍ଷରେ ୮ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ନୂଆଦିଲ୍ଲୀ, ୨୬।୫ : ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ ୨୬ ମେ’ରେ ଆଠ ବର୍ଷ କ୍ଷମତା ପୂର୍ଣ୍ଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି...

୧୦ ମାସରେ ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି: ଦଣ୍ଡକାରଣ୍ୟରେ ସର୍ବାଧିକ

ରାୟପୁର,୧।୧୨: ଗତ ୧୦ ମାସରେ ଦେଶର ବିଭିନ୍ନ ମାଓବାଦୀ ପ୍ରବଣ ଅଞ୍ଚଳରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସର୍ବାଧିକ ୬୦...

Advertisement
Archives

Model This Week