ଆଜି ରିଲିଜ୍‌ ହେବ ‘ହିରୋପନ୍ଥି-୨’

ବଲିଉଡ୍‌ ଷ୍ଟାର୍‌ ଟାଇଗର ଶ୍ରଫ ଏବଂ ତାରା ସୁତାରିଆଙ୍କ ଅଭିନୀତ ଫିଲ୍ମ ‘ହେରୋପନ୍ଥି- ୨’ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଅହମ୍ମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ପ୍ରମୋଶନ ପାଇଁ ସମସ୍ତେ ଲାଗି ପଡିଛନ୍ତି। ବର୍ତ୍ତମାନ ଫିଲ୍ମର ଗୀତଗୁଡ଼ିକ ମଧ୍ୟ ରିଲିଜ୍‌ ହୋଇସାରିଛି । ତେବେ ଫିଲ୍ମର ଷ୍ଟାର୍‌କାଷ୍ଟ ଆଶୀର୍ବାଦ ପାଇବା ପାଇଁ ମୁମ୍ବାଇର ଏକ ଦରଘାରେ ପହଞ୍ଚିଥିଲେ। ତେବେ ଏହି ଫିଲ୍ମକୁ ଦେଖିବାକୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଟିକେଟ୍‌ ମଧ୍ୟ ଆଡଭାନ୍ସ ବୁକିଂ ହୋଇସାରିଛି। ଏକ ରିପୋର୍ଟ ଅନୁଯାୟୀ ଆଡଭାନ୍ସ ଟିକେଟ୍‌ ବୁକିଂରେ ପ୍ରାୟ ୩ କୋଟି ଟଙ୍କା ଆୟ କରିସାରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରୀରେ ସଲମାନ୍‌ଙ୍କ ଏଣ୍ଟ୍ରି

ସାଉଥ ସିନେମାର ବଢୁଥିବା ଲୋକପ୍ରିୟତା ଦେଖି ଏବେ ବଲିଉଡ ତାରକାମାନେ ଟଲିଉଡ ଆଡକୁ ମୁହାଁଉଛନ୍ତ। ଅଜୟ ଦେବଗନଙ୍କ ପରେ ଆଲିଆ ଭଟ୍ଟ ଏବେ ସଲମାନ ଖାନ...

ଛବି ଖରାପ କରିବାକୁ ଚାଲିଛି ଷଡ଼ଯନ୍ତ୍ର: ଏକ ଫେସ୍‌ବୁକ ଆକାଉଣ୍ଟ ପେଜ୍‌ରେ…

କଟକ ଅଫିସ, ୨୬।୫: ଓଡ଼ିଆ ସିନେମା ଷ୍ଟାର ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ...

କେବଳ କଙ୍ଗନା ନୁହନ୍ତି, ପୂର୍ବରୁ ଏସବୁ ତାରକାଙ୍କୁ ଟାର୍ଗେଟ୍‌ କରିଛି ବିଏମ୍‌ସି; ନେଇଛି ଏପରି କାର୍ଯ୍ୟାନୁଷ୍ଠାନ

ବିଏମ୍‌ସି ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ମୁମ୍ବାଇ କାର୍ଯ୍ୟାଳୟକୁ ଭାଙ୍ଗିଛି। ବେଆଇନ ନିର୍ମାଣ ଅଭିଯୋଗରେ ବିଏମ୍‌ସି ଏହି କାର୍ଯ୍ୟାନୁଷ୍ଠାନ ଭାଙ୍ଗିଥିବା କୁହାଯାଉଥିଲେ ହେଁ ଏହାକୁ ନେଇ ମହାରାଷ୍ଟ୍ର...

କେଜିଏଫ୍‌ ପ୍ରେମରେ କିଲି

ହାଇଦ୍ରାବାଦ: ରିଲିଜ ପରେ ପ୍ରଶଂସକଙ୍କ ହୃଦୟ ଜିତୁଛି ‘କେଜିଏଫ୍‌ ଚାପ୍ଟର ୨’। ଦର୍ଶକଙ୍କ କ୍ରେଜ୍‌ ଏତେ ଯେ ପ୍ରଥମ ଦିନରେ ହିଁ ବ୍ୟବସାୟରେ ରେକର୍ଡ କରିଛି...

ଏମ୍‌ପି ହେବା ପରେ ନୁସରତଙ୍କ ପୂଜା ଲୁକ୍‌

ସମଗ୍ର ଦେଶରେ ଏବେ ଦୁର୍ଗାପୂଜାର ମାହୋଲ। ଖାସ୍‌କରି ପ୍ରିୟ ଅଭିନେତ୍ରୀଙ୍କ ପୂଜା ଲୁକ୍‌ ଦେଖିବା ପାଇଁ ପ୍ରଶଂସକମାନେ ବି ଚାହିଁବସିଛନ୍ତି। ଏଥିପାଇଁ ନିଜକୁ ପ୍ରସ୍ତୁତ କରିସାରିଲେଣି...

ପ୍ରତିଯୋଗିତା ବିହୀନ ଇଣ୍ଡଷ୍ଟ୍ରୀ ନାହିଁ

ନୂଆଦିଲ୍ଲୀ: ଏମିତି କୌଣସି ଇଣ୍ଡଷ୍ଟ୍ରୀ ନାହିଁ ଯେଉଁଠି ପ୍ରତିଯୋଗିତା ନାହିଁ। ଏଥିଯୋଗୁ ବହୁତ ଚାପଗ୍ରସ୍ତ ଅଛି ବୋଲି କହିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ। ବଲିଉଡ୍‌ରେ...

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ବାଦ୍‌ଶାହ: କଂକ୍ରିଟ୍‌ ସ୍ଲାବ ସହ ପିଟିହେଲା କାର

ବମ୍ବେ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ର଼୍ୟାପର ଆଦିତ୍ୟ ପ୍ରତୀକ ସିଂହ ସିସୋଡ଼ିଆ ଓରଫ ବାଦ୍‌ଶାହ। ଦିଲ୍ଲୀର ପଟିଆଲା ନିକଟ ରାଜପୁରାରେ ତାଙ୍କ କାର ଦୁର୍ଘଟଣାରୁ ବର୍ତ୍ତିଥିବା...

ସୂର୍ଯ୍ୟ ଗଣନାଟ୍ୟରୁ ଅପେରା ସୂର୍ଯ୍ୟମନ୍ଦିର

ଓଡ଼ିଆ ଯାତ୍ରା ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ ଲିଜା ପଣ୍ଡା। ଜନ୍ମ ଜଗତସିଂହପୁରର ନହରଣା। ବାପା ସୁଧାକର ଶତପଥୀ ଥିଲେ ଜଣେ କଳାକାର। ତାଙ୍କରି ପ୍ରେରଣା...

Advertisement
Archives

Model This Week