Posted inଫୁରସତ

ଭାଇରସ୍‌ ସଂକ୍ରମଣରୁ ବଞ୍ଚାଇବ ଚୁଇଂ ଗମ୍‌: ଜାଣନ୍ତୁ କେମିତି….

କିଛି ଗବେଷଣା କହେ ଚୁଇଂ ଗମ୍‌ ଅଧିକ ଚୋବାଇବା ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ହେଲେ ଏବେ ଏମିତି ଚୁଇଂ ଗମ୍‌ ତିଆରି କରାଯାଇଛି, ଯାହାକୁ ଚୋବାଇଲେ କିଛି ଭାଇରସ୍‌ରୁ ମୁକ୍ତି ମିଳିବ। ଆମେରିକା, ପେନ୍‌ସିଲଭାନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଟିମ୍‌ ଏକ ବିଶେଷ ପ୍ରକାରର ଆଣ୍ଟିଭାଇରାଲ ଚୁଇଂ ଗମ୍‌ ତିଆରି କରିଛନ୍ତି, ଯାହାକୁ ଚୋବାଇଲେ ହର୍ପିଜ ଓ ଫ୍ଲୁର ଭାଇରସ୍‌ ଦୂରରେ ରହିବ। ଅର୍ଥାତ୍‌ ଏହାକୁ ଚୋବାଇଲେ ୯୫% ପର୍ଯ୍ୟନ୍ତ ଭାଇରାଲ ସଂକ୍ରମଣର ଆଶଙ୍କା କମିଯିବ। ଇନଫ୍ଲୁଏଞ୍ଜା ଓ ହର୍ପିଜ ଭାଇରସ୍‌ ଯୋଗୁ ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହୋଇଥାନ୍ତି। କିଛି ଗଣନା କହେ, ବିଶ୍ୱ ସ୍ତରରେ ମୌସୁମୀ ଇନ୍‌ଫ୍ଲୁଏଞ୍ଜା ବା ବର୍ଷାଦିନିଆ ଥଣ୍ଡା ଜ୍ୱରରେ ପ୍ରତିବର୍ଷ ପ୍ରାୟ ୧୦ କୋଟି ଲୋକଙ୍କୁ ସଂକ୍ରମିତ ହୋଇଥାନ୍ତି। ଏମିତିକି ଏହା ଯୋଗୁ ପ୍ରାୟ ୬.୫୦ ଲକ୍ଷ ଲୋକ ଶ୍ୱାସ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ୬୫ ବର୍ଷ ବୟସର ଲୋକ ଏହି ଫ୍ଲୁରେ ଗଭୀରଭାବେ ସଂକ୍ରମିତ ହୋଇ ବେଳେବେଳେ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥାଏ। ସେହିଭଳି ହର୍ପିଜରେ ମଧ୍ୟ ଲକ୍ଷ ଲକ୍ଷ ଲୋକ ପ୍ରତିବର୍ଷ ସଂକ୍ରମିତ ହୁଅନ୍ତି। ଏବେ କିନ୍ତୁ ଏହିଭଳି ସଂକ୍ରମଣକୁ ନେଇ ବିଶେଷ ଚିନ୍ତା କରିବାର ନାହିଁ। କାରଣ ଆମେରିକା, ପେନ୍‌ସିଲଭାନିଆ ବିଶେଷଜ୍ଞଙ୍କ ଦ୍ୱାରା ତିଆରି ଏହି ଚୁଇଂ ଗମ୍‌ ହର୍ପିଜ ଓ ଫ୍ଲୁ ଭାଇରସ୍‌ର ସଂକ୍ରମଣକୁ କମ୍‌ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri