ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା

ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର ହେଜବୁଲ୍ଲା ଅତି କମରେ ୧୩୫ ‘ଫାଦୀ-୧’ କ୍ଷେପଣାସ୍ତ୍ର ଇସ୍ରାଏଲର ହାଇଫା ଅଞ୍ଚଳରେ ମାଡ଼ କରିଛି। ହାଇଫା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ଅଟେ। ଆକ୍ରମଣରେ ୧୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆକ୍ରମଣ ପରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସହରରେ ସାଇରନ୍ କ୍ରମାଗତ ଭାବରେ ବାଯିବାରେ ଲାଗିଛି। ଆହୁରି ଅଧିକ ଆକ୍ରମଣ ଭୟରେ ମଧ୍ୟରେ ଲୋକମାନେ ବୋମା ଆଶ୍ରୟସ୍ଥଳରେ ଲୁଚି ରହିଥିବାର ସୂଚନା ମିଳିଛି।

ସୋମବାର ସନ୍ଧ୍ୟା ପ୍ରାୟ ୫ ଟା ସମୟରେ ଏହା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫାକୁ ରକେଟ୍ ଏବଂ କ୍ଷେପଣାସ୍ତ୍ର ସହିତ ଆକ୍ରମଣ କରିଛି ବୋଲି ହେଜବୁଲ୍ଲା ଦାବି କରିଛି। ହେଜବୁଲ୍ଲା ପ୍ରଥମ ଥର ପାଇଁ ‘ଫାଦୀ -୧’ କ୍ଷେପଣାସ୍ତ୍ର ବ୍ୟବହାର କରିଛି, ଯାହା ହାଇଫାରେ ବ୍ୟାପକ କ୍ଷତି ଘଟାଇଛି। ଅକ୍ଟୋବର ୭, ୨୦୨୩ ରେ ଇସ୍ରାଏଲ ସେନା ହମାସ ଦ୍ୱାରା କରାଯାଇଥିବା ନରସଂହାରର ପ୍ରଥମ ବାର୍ଷିକୀ ପାଳନ କରୁଛି। ଏହି ସମୟ ମଧ୍ୟରେ ହିଜବୁଲର ଦ୍ରୁତ ଆକ୍ରମଣ ଯୋଗୁଁ ଇସ୍ରାଏଲ ସହର ଥରି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri